କାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

ଭୁବନେଶ୍ବର: କାଲିଠୁ ଆରମ୍ଭ ହେବାକୁ ଯାଉଛି ସୁଭଦ୍ରା ଶକ୍ତି ମେଳା ୨୦୨୫ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ପ୍ରଥମ ଥର ପାଇଁ ସରକାର ଏଭଳି କିଛି ପଦକ୍ଷେପ ଗ୍ରହଣ କରିଥିବା ବେଳେ ଏହା ଆସନ୍ତାକାଲି ଠାରୁ … Read More

ଭାରତ-ପାକିସ୍ତାନ ମ୍ୟାଚ୍ ପୂର୍ବରୁ ଆଇଆଇଟି ବାବାଙ୍କ ଭବିଷ୍ୟବାଣୀ, ଜିତିବ ଏହି ଦଳ

ପ୍ରୟାଗରାଜ: ପ୍ରୟାଗରାଜରେ ହେଉଥିବା ମହାକୁମ୍ଭରେ ଆଇଆଇଟି ବାବା ଅର୍ଥାତ୍ ଅଭୟ ସିଂହଙ୍କ ବିଷୟରେ ବହୁତ ଆଲୋଚନା ହୋଇସାରିଛି। ଅଭୟ ସିଂହ ପ୍ରଥମେ ଆଇଆଇଟିରେ ପଢ଼ିଥିଲେ, ପରେ ସେ ଚାକିରି କରିବାକୁ ବିଦେଶ ଚାଲିଯାଇଥିଲେ। କିନ୍ତୁ ଏବେ ସେ ଧର୍ମ ପଥରେ ଅଛନ୍ତି। … Read More

ବିଧାନସଭାରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ, ମିଳିପାରେ ଜାତୀୟ ମାନ୍ୟତା!

ଭୁବନେଶ୍ଵର: ବିଧାନସଭା ବଜେଟ ଅଧିବେଶନର ପ୍ରଶ୍ନକାଳରେ ଉଠିଲା ବାଲିଯାତ୍ରା ପ୍ରସଙ୍ଗ। କଟକର ଐତିହାସିକ ବାଲିଯାତ୍ରାକୁ ଅନ୍ତର୍ଜାତୀୟ ସ୍ତରରେ ମାନ୍ୟତା ଦେବାକୁ ୟୁନେସ୍କୋ ସହ ରାଜ୍ୟ ସରକାର ଯୋଗାଯୋଗରେ ଥିବା ନେଇ ସୂଚନା ଦେଇଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବାଙ୍କୀ … Read More

ସୈତାନ ସାଜିଲା ସାନ ଭଉଣୀ: ଫିଲ୍ମ ଷ୍ଟାଇଲରେ ବଡ଼ ଭଉଣୀ ସହ ପ୍ରେମିକକୁ କଲା ହତ୍ୟା

ରାଉରକେଲା: ତାରିଖ ହେଉଛି ଫେବୃଆରୀ ମାସ ୧୨ ତାରିଖ । ସମୟ ପ୍ରାୟ ଦୁଇଟା ରୁ ତିନିଟା ହେବ । ସ୍ଥାନ ଚାନ୍ଦିପୋଷ ଥାନା କୁମାକେଲା ଓଭରବ୍ରିଜ୍ । ବ୍ରିଜ୍ ନିକଟରେ ଲୋକେ ଯିବା ଆସିବା କରିବା ବେଳେ ଦେଖିବାକୁ ମିଳିଥିଲା ଜଣେ … Read More

ଦିଲ୍ଲୀରେ ରେଖା ସରକାର: ମୁଖ୍ୟମନ୍ତ୍ରୀ ନିଜ ପାଖରେ ରଖିଲେ ୧୦ ବିଭାଗ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀଙ୍କ ସହ ୬ କ୍ୟାବିନେଟ୍ ମନ୍ତ୍ରୀଙ୍କ ଶପଥ ପରେ ଭାଗବଣ୍ଟା ହୋଇଛି ବିଭାଗ । ବିଭାଗ ବଣ୍ଟନ ପରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ସବୁଠୁ ବ୍ୟସ୍ତ ମନ୍ତ୍ରୀ ଭାବେ ଉଭା ହୋଇଛନ୍ତି । ତାଙ୍କ ଅଧିନରେ ଅର୍ଥ, ରାଜସ୍ବ, ମହିଳା … Read More

‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ ମାମଲାରେ ନୂଆ ବିବାଦ, ରାକ୍ଷୀ ସାୱନ୍ତଙ୍କୁ ପଠାଗଲା ସମନ

ସମୟ ରୈନାଙ୍କ ଶୋ’ ‘ଇଣ୍ଡିଆଜ୍ ଗଟ୍ ଲାଟେଣ୍ଟ୍‌’ରେ ରଣବୀର ଆଲ୍ଲାହାବାଦିଆ ଏକ ଅଶାଳୀନ ପ୍ରଶ୍ନ ପଚାରିବା ପରେ ବିବାଦ ସୃଷ୍ଟି ହୋଇଛି । ସେ ବାପାମାଆଙ୍କ ବିଷୟରେ ଏକ ଅରୁଚିକର ତଥା ଅଶାଳୀନ ପ୍ରଶ୍ନ ପଚାରିଥିଲେ, ଯାହାକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ … Read More

ମାଟ୍ରିକ୍ ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର

ସୋର: ଅଧା ରହିଗଲା ମାଟ୍ରିକ ପରୀକ୍ଷା। ପରୀକ୍ଷା ଦେବା ପୂର୍ବରୁ ଟଳି ପଡ଼ିଲେ ଛାତ୍ର। ବାହାନଗା ବ୍ଲକ ବରିପଦା ଗାଁରେ ମାଟ୍ରିକ ପରୀକ୍ଷାର୍ଥୀଙ୍କ ମୃତ୍ୟୁ। ହଠାତ୍ ପେଟ କାଟିବାରୁ ଅସୁସ୍ଥ ହୋଇ ତଳେ ପଡ଼ିଗଲେ ଛାତ୍ର। ସୋର ମେଡିକାଲରେ ଛାତ୍ରକୁ ମୃତ … Read More

ନେପାଳ ଛାତ୍ରଛାତ୍ରୀଙ୍କୁ କିଟ୍ ପ୍ରତିଷ୍ଠାତାଙ୍କ ଅପିଲ, ବିଶ୍ବବିଦ୍ୟାଳୟକୁ ଫେରିଆସି କ୍ଲାସରେ ଯୋଗ ଦେବାକୁ ନିବେଦନ

ଭୁବନେଶ୍ୱର : କିଟ ବିଶ୍ବବିଦ୍ୟାଳୟରେ ଶାନ୍ତିଶୃଙ୍ଖଳାର ସହ ପାଠପଢା ଚାଲିଛି । ନେପାଳର ଛାତ୍ରଛାତ୍ରୀଙ୍କୁ ବିଶ୍ବବିଦ୍ୟାଳୟକୁ ଫେରି କ୍ଲାସରେ ଯୋଗ ଦେବାକୁ ଅପିଲ କରିଛନ୍ତି କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ସେ ଅତ୍ୟନ୍ତ ଦୁଃଖିତ ଅନୁଭବ କରି … Read More

ମାଟ୍ରିକ ପରୀକ୍ଷାର୍ଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

କେନ୍ଦ୍ରାପଡ଼ା: ମାଟ୍ରିକ ପିଲାଙ୍କୁ ଆଣୁଥିବା ବୋଲେରୋ ଦୁର୍ଘଟଣାଗ୍ରସ୍ତ। ନାଳକୁ ଓଲଟିଲା ବୋଲେରୋ। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଦୁର୍ଘଟଣା ଘଟିଛି। ସାଇକେଲ ଆରୋହୀଙ୍କୁ ଧକ୍କା ଦେଇ ଓଲଟିଲା ବୋଲେରୋ। ଏହି ଦୁର୍ଘଟଣାରେ ଜଣେ ଛାତ୍ରୀ ଗୁରୁତର ଏବଂ ଆଉ … Read More

SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ

କଟକ:  କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । … Read More