ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର
କଟକ : କଟକ ବାଦାମବାଡ଼ି ଅଞ୍ଚଳରେ ଚାଞ୍ଚଲ୍ୟ । ଆପାର୍ଟମେଣ୍ଟରୁ ବାପା-ଝିଅଙ୍କ ମୃତଦେହ ଉଦ୍ଧାର । ବିକାଶଭବନ ନିକଟସ୍ଥ ଏକ ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ବାପାଙ୍କ ମୃତଦେହ ଉଦ୍ଧାର ହୋଇଛି । ନିକଟରେ ନାବାଳିକା ଝିଅର ମୃତଦେହ ମିଳିଥିଲା । ଆପାର୍ଟମେଣ୍ଟରେ ବାପା … Read More