ଓଟିଟି ପ୍ଲାଟ୍‌ଫର୍ମ ପାଇଁ ଆସିଲା କେନ୍ଦ୍ରର ନୂଆ ଆଡଭାଇଜରି: କଡ଼ାକଡ଼ି ପାଳନ ପାଇଁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୦।୨: ସୋସିିଆଲ ମିଡିଆରେ ଅଶ୍ଳୀଳ ମଜାକ୍‌ ବିବାଦକୁ ନେଇ କେନ୍ଦ୍ର ସରକାର ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକ ଉପରେ କଟକଣା ଜାରି କରିଛନ୍ତି। ଆଇନ ଦ୍ୱାରା ନିଷିଦ୍ଧ ହୋଇଥିବା ବିଷୟବସ୍ତୁ ପ୍ରସାରଣ ନ କରିବା ପାଇଁ ଉକ୍ତ ପ୍ଲାଟ୍‌ଫର୍ମଗୁଡ଼ିକୁ ଚେତାବନୀ … Read More

ବଡ଼ ପରିବର୍ତ୍ତନ କଲା କଂଗ୍ରେସ, ୬ ରାଜ୍ୟ ପାଇଁ ୬ ମହିଳାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୦।୨: କଂଗ୍ରେସ ଦଳ ସାରା ଦେଶରେ ସଂଗଠନକୁ ମଜବୁତ କରିବା ପାଇଁ ବଡ଼ ପରିବର୍ତ୍ତନ କରୁଛି। କଂଗ୍ରେସ ଏବେ ଅନେକ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ମହିଳା ମୋର୍ଚ୍ଚା ପାଇଁ ସଭାପତି ଘୋଷଣା କରିଛି। କଂଗ୍ରେସ ସାରିକା ସିଂଙ୍କୁ ରାଜସ୍ଥାନ ମହିଳା … Read More

ଏନଡିଏ ବୈଠକରେ ମୋଦିଙ୍କ ବଡ଼ ଘୋଷଣା: ଆଗାମୀ ୨ ବର୍ଷ ଭିତରେ ଯେଉଁଠି ନିର୍ବାଚନ ହେବ ସେଠି ଜିତିବୁ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀରେ ଗୁରୁବାର ନୂତନ ସରକାରଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ ମୋଦଙ୍କ ସମେତ ବହୁ ବରିଷ୍ଠ ଭାଜପା ନେତା ଏବଂ ଏନଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ … Read More

୧୦ ବର୍ଷ ପରେ ବଦଳିଲା ଭାଗ୍ୟ: ଦିନେ ମାର୍ଶାଲ ଲଗାଇ ବାହାର କରିଦେଇଥିଲେ, ଏବେ ତାଙ୍କ ଇସାରାରେ ଚାଲିବ ବିଧାନସଭା

ନୂଆଦିଲ୍ଲୀ,୨୦।୨: ଦଶ ବର୍ଷ ପୂର୍ବେ ଭାଜପାର ବିଜେନ୍ଦର ଗୁପ୍ତାଙ୍କୁ ଦିଲ୍ଲୀ ବିଧାନସଭାରୁ ବାହାର କରିଦିଆଯାଇଥିଲା (ବାସ୍ତବରେ ଫିଙ୍ଗି ଦିଆଯାଇଥିଲା)। ଦଳର ଜଣେ ସହଯୋଗୀ ଓପି ଶର୍ମାଙ୍କ ଦ୍ୱାରା ତତ୍କାଳୀନ ଆପ ବିଧାୟକ ଅଳକା ଲାମ୍ବାଙ୍କ ବିରୁଦ୍ଧରେ କରାଯାଇଥିବା ଅଭିଯୋଗରେ ତାଙ୍କୁ ଅନେକ … Read More

ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରେଖା ଗୁପ୍ତା ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଲେଫ୍ଟନାଣ୍ଟ ଗଭର୍ଣ୍ଣର ବିନୟ କୁମାର ସାକ୍ସେନା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ ପଦର ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀର ନୂତନ … Read More

ହିମାଳୟ ଯିବାକୁ ଯୋଜନା କରୁଛ କି? ପବନ କଲ୍ୟାଣଙ୍କୁ ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗୁରୁବାର ଦିନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ରହିଥିଲେ। ଏହି ସମୟରେ ସେ ବେଶ ଖୁସି ଥିବା ସହ ଉପସ୍ଥିତ ସମସ୍ତ ଏନଡିଏ ଦଳର ନେତାଙ୍କୁ ସ୍ୱାଗତ କରିଥିଲେ। ମହାରାଷ୍ଟ୍ରର … Read More

ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ବୋମାରେ ଉଡ଼ାଇ ଦେବାର ଧମକ

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କୁ ଗୁରୁବାର ଇମେଲ୍ ମାଧ୍ୟମରେ ହତ୍ୟା ଧମକ ମିଳିଛି। ଇମେଲ୍ ପଠାଇଥିବା ବ୍ୟକ୍ତି ଶିବସେନା ନେତାଙ୍କ କାରକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦେଇଛି। ଏହି ଧମକପୂର୍ଣ୍ଣ ମେସେଜଗୁଡ଼ିକ ଗୋରେଗାଓଁ ଏବଂ ଜେଜେ ମାର୍ଗ ପୁଲିସ … Read More

ମାୟାବତୀ ଆମକୁ ସାଥ ଦେଇଥିଲେ ବିଜେପି ଜିତିପାରିନଥାନ୍ତା: ରାହୁଲ

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଗୁରୁବାର ଦୁଇ ଦିନିଆ ଗସ୍ତରେ ରାୟବରେଲିରେ ପହଞ୍ଚିଥିଲେ। ସେ ଦଳିତ ଛାତ୍ରମାନଙ୍କ ସହିତ ଆଲୋଚନା କରିବା ସମୟରେ, ସେ ମାୟାବତୀଙ୍କ ବିଷୟରେ ଏକ ବଡ଼ ବୟାନ ଦେଇଥିଲେ। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଥିଲେ, … Read More

ମହାକୁମ୍ଭରେ ଅଯୋଧ୍ୟା ମନ୍ଦିରକୁ ଏତେ ପରିମାଣରେ ଦାନ ଯେ ତାହାକୁ ଗଣା ଯାଇ ପାରୁନାହିଁ

ଅଯୋଧ୍ୟା: ମହାକୁମ୍ଭ ଯୋଗୁଁ ପ୍ରୟାଗରାଜରୁ ଆରମ୍ଭ କରି ବାରାଣସୀ, ଅଯୋଧ୍ୟା ପର୍ଯ୍ୟନ୍ତ ସବୁଠି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ଅଯୋଧ୍ୟାରେ ରାମଲଲାଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି। ପ୍ରତିଦିନ ଭକ୍ତ ରାମ ମନ୍ଦିର ପାଇଁ … Read More

ଭୁବନେଶ୍ୱର ବିମାନବନ୍ଦରକୁ ଖୁବ୍‌ଶୀଘ୍ର ମିଳିବ ନୂତନ ଟର୍ମିନାଲ, ରହିବ ଅତ୍ୟାଧୁନିକ ସୁବିଧା

ଭୁବନେଶ୍ୱର, ୨୦।୨: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବ୍‌ଶୀଘ୍ର ଏକ ନୂଆ ରୂପରେ ଦେଖିବାକୁ ମିଳିବ। ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ପରେ ତୃତୀୟ ଟର୍ମିନାଲ ଆରମ୍ଭ କରିବାର ଯୋଜନା ରହିଛି। ଏହି ବିକାଶ ବିମାନବନ୍ଦରର କ୍ଷମତା ଏବଂ ଦକ୍ଷତାକୁ ଯଥେଷ୍ଟ ବୃଦ୍ଧି … Read More