ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର ସରକାର। ଯେଉଁଥିରେ ସେମାନଙ୍କୁ ଏପରି ଆପ୍ଲିକେସନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା ବ୍ୟବହାରକାରୀମାନଙ୍କୁ ସେମାନଙ୍କର କଲର୍ … Read More

ମେସିନ ଦ୍ବାରା ସଫା ହେଉଛି ତ୍ରିବେଣୀ ସଙ୍ଗମ ଜଳ

ପ୍ରୟାଗରାଜ: ମହାକୁମ୍ଭକୁ ପ୍ରତିଦିନ କୋଟି କୋଟି ଭକ୍ତ ବୁଡ଼ ପକାଇବାକୁ ପହଞ୍ଚୁଛନ୍ତି। ଏଥିପାଇଁ ତ୍ରିବେଣୀ ସଙ୍ଗମରେ ପୂଜା ପାଇଁ ବ୍ୟବହୃତ ନଡ଼ିଆ, ଫୁଲ ଇତ୍ୟାଦି ପୂଜା ସାମଗ୍ରୀ ପଡ଼ି ରହୁଛି। ପ୍ରତିଦିନ ଆସୁଥିବ ଭକ୍ତଙ୍କୁ ନିର୍ମାଳ ପାଣି ଦେବା ପାଇଁ ୟୁପି … Read More

ଜେଲ ପରିସର‌ରେ କଏଦୀମାନଙ୍କ ସଙ୍ଗମ ବୁଡ଼ !

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଇଛି। ଏହା ଜାନୁଆରି ୧୩ରୁ ଫେବୃଆରି ୨୬ ପର୍ଯ୍ୟନ୍ତ ଚାଲିବ। ଏହି ସଂଗମରେ ଏପର୍ଯ୍ୟନ୍ତ କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ବିଶ୍ୱାସ ଏକ ବ୍ୟକ୍ତିଗତ ବିଷୟ । ତେଣୁ … Read More

୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ … Read More

ରାଉରକେଲାରେ ନକିଲ ଓମଫେ୍‌ଡ ଘିଅ-ଦୁଗ୍ଧ: ପୁଲିସ ଟିମ୍‌ ପକ୍ଷରୁ ଗୋଦାମ ଓ ଦୋକାନ ଚଢ଼ଉ

ରାଉରକେଲା: ସହରରେ ନାମିଦାମୀ ବ୍ରାଣ୍ଡର ଲୋଗ ମାରି ଅବାଧରେ ବିକ୍ରି ଚାଲିଛି ବିଭିନ୍ନ ନକଲି ଖାଦ୍ୟ ପଦାର୍ଥ। ବିଗତ ଦିନରେ ନକଲି ତେଲ, ସସ୍‌, ରୋଷେଇ ମସଲା, ମୋବିଲ୍‌, କସ୍‌ମେଟିକ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ ଓ ସ୍ବାସ୍ଥ୍ୟବିଭାଗ ଟିମ୍‌ ଜବତ … Read More

ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି

ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି … Read More

ନେପାଳର ଛାତ୍ରୀ କିଟ୍‌ରେ ମୃତ୍ୟୁ ମାମଲା: ଛାତ୍ରଛାତ୍ରୀଙ୍କୁ ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କିଟ୍‌ ବିଶ୍ବବିଦ୍ୟାଳୟରେ ଗତ ରବିବାର ଦିନ ଇଞ୍ଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା (୧୯)ଙ୍କ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ନେପାଳ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ କଥା ହୋଇଛନ୍ତି। ଶ୍ରୀ ମାଝୀ ଆଜି ଦିଲ୍ଲୀରେ ନେପାଳ … Read More

ଜଳ ବିଭାଜିକାରେ ଭିଜିଲାନସ୍ ଚଢ଼ାଉ ଘଟଣା: କ୍ଷେତ୍ର ପରିଦର୍ଶନ କଲେ ଟିମ୍‌

ମାଲକାନଗିରି: ଗତ ୫ ତାରିଖରେ ମାଲକାନଗିରି ଜଳ ବିଭାଜିକାର ଉପନିର୍ଦେଶକ ଶାନ୍ତୁନୁ ମହାପାତ୍ରଙ୍କ ସମେତ ଅନ୍ୟ ଚାରି ଜଣଙ୍କ ଘରେ ହଠାତ୍ ଭୋରୁ ଭିଜିଲାନସ ଟିମ ଚଢ଼ାଉ କରିଥିଲା। ଉପନିର୍ଦେଶକ ଶାନ୍ତୁନୁ ମହାପାତ୍ରଙ୍କ ଘରୁ ନଗଦ ୨ କୋଟି ଟଂକା ଜବତ … Read More

ବିପର୍ଯ୍ୟୟ ମୁକାବିଲା ପାଇଁ ଓଡ଼ିଶାକୁ ମିଳିଲା ୨୫୫.୨୪ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା

ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ଓ ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି (ଏଚଏଲସି) ୨୦୨୪ ବର୍ଷରେ ବନ୍ୟା, ଆକସ୍ମିକ ବନ୍ୟା, ଭୂସ୍ଖଳନ ଏବଂ ସାମୁଦ୍ରିକ ଝଡ଼ ଦ୍ୱାରା ପ୍ରଭାବିତ ପାଞ୍ଚଟି ରାଜ୍ୟ ପାଇଁ ଜାତୀୟ ବିପର୍ଯ୍ୟୟ … Read More

‘କିଟ୍‌’ର ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣକୁ ମିଳିଲା ଜାମିନ୍‌

ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ମାମଲାରେ ଆଜି ଅପରାହ୍‌ଣରେ ଗିରଫ ହୋଇଥିବା ୩ ନିର୍ଦ୍ଦେଶକଙ୍କ ସମେତ ୫ ଜଣଙ୍କୁ ଭୁବନେଶ୍ବର ଜେଏମ୍‌ଏଫ୍‌ସି-୨ କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଦାଲତ … Read More