କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ୫ ଗିରଫ, ତଦନ୍ତ ଜାରି

ଭୁବନେଶ୍ବର: କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମ୍ପୃକ୍ତି ଘଟଣାରେ ମଙ୍ଗଳବାର ପୁଲିସ ବିଶ୍ୱବିଦ୍ୟାଳୟର ୫ ଜଣ କର୍ମଚାରୀଙ୍କୁ ଗିରଫ କରିଛି। ଇନଫୋସିଟି ଥାନା ପୁଲିସ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା … Read More

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର

ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି … Read More

ଶିବରାତ୍ରି ପାଇଁ ଲିଙ୍ଗରାଜ ମନ୍ଦିରରେ ମୁତୟନ ହେବ ୪୦ପ୍ଳାଟୁନ ଫୋର୍ସ, ରାତି ୧୦ରେ ଉଠିବ ମହାଦୀପ

ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଉତ୍ସବ ପାଇଁ ରାତି ୧୦ଟାରେ ଉଠିବ ମହାଦୀପ । ସ୍ୱତନ୍ତ୍ର ପ୍ରଦକ୍ଷଣ ଭବନ ସମିଳନୀ କକ୍ଷରେ ଆୟୋଜିତ ସମନ୍ୱୟ କମିଟି ବୈଠକରେ ସର୍ବସମତି କ୍ରମେ ନିଷ୍ପତି ନିଆଯାଇଛି । ଚଟାଣରେ କାରପେଟ … Read More

ବର୍ଷକରେ ମରିଛନ୍ତି ୮୧ ହାତୀ, ମୃତ୍ୟୁ ହାର ଚିନ୍ତାଜନକ

ଭୁବନେଶ୍ୱର: ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଛନ୍ତି । ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି ବୋଲି ବିଧାନସଭାରେ ଆଜି ଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ … Read More

କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ତଥ୍ୟ ଅନୁସନ୍ଧାନ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ବର: କିଟ୍ ବିଶ୍ବବିଦ୍ୟାଳୟରେ ରବିବାର ରାତିରେ ନେପାଳର ନିବାସୀ ତଥା ଇଂଜିନିୟରିଂ ଛାତ୍ରୀ ପ୍ରକୃତି ଲାମ୍‌ସା(୧୯)ଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାର ଆଜି ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଜଣେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନେତୃତ୍ବରେ ଏହି କମିଟି … Read More

ଜମିର ହେବ ନିର୍ଭୁଲ୍ ସର୍ଭେ; ଶୁଭାରମ୍ଭ ହେଲା ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’

ଖୋର୍ଦ୍ଧା: ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ଆଦି ଓଡ଼ିଶାର ଚାରୋଟି ସହରରେ ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ ‘ନକ୍ସା’। ଦେଶର ୧୫୨ ଟି ସହରରେ ଏ ଯୋଜନା ଆରମ୍ଭ ହୋଇଥିବା ବେଳେ ଓଡ଼ିଶାର ୪ଟି ସହରକୁ ନିଆଯାଇଛି। ରାଜସ୍ବ ମନ୍ତ୍ରୀ … Read More

ୟୁକ୍ରେନ ବିନା କରାଯାଇଥିବା ବୁଝାମଣାକୁ ମାନିବୁ ନାହିଁ : ଜେଲେନସ୍କି

କିବ୍ : ଋଷ ଓ ୟୁକ୍ରେନ ମଧ୍ୟରେ ଗତ କିଛି ବର୍ଷ ଧରି ଚାଲିଥିବା ଯୁଦ୍ଧକୁ ବନ୍ଦ କରିବା ଏବଂ ଅସ୍ତ୍ରବିରତି ଚୁକ୍ତିକୁ କାର୍ଯ୍ୟକାରୀ କରିବା ପାଇଁ ମଙ୍ଗଳବାର (ଫେବୃଆରୀ ୧୮) ସାଉଦି ଆରବର ରିୟାଦରେ ରୁଷ୍ ଏବଂ ଆମେରିକୀୟ କୂଟନୀତିଜ୍ଞମାନେ … Read More

ରାଜ୍ୟର ୨ ହଜାରରୁ ଅଧିକ ଗାଁକୁ ରାସ୍ତା ନାହିଁ: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ । ଏହି ସମୟରେ, ମଙ୍ଗଳବାର ପୂର୍ବ ସରକାର ଉପରେ ବର୍ଷିଛନ୍ତି ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ପୂର୍ବ ସରକାର ଯୋଉ ଡିଣ୍ଡିମ ପିଟପୁଛନ୍ତି … Read More

ବିଧାନସଭାରେ କିଟ୍ ପ୍ରସଙ୍ଗ: ତାତିଲେ ବିଧାୟକ

ଭୁବନେଶ୍ବର: ଆଜି ବିଧାନସଭାରେ ଶୂନ୍ୟକାଳରେ କିଟ୍ ତାତି ଦେଖିବାକୁ ମିଳିଛି। ଏହି ପ୍ରସଙ୍ଗ ଉଠାଇଛନ୍ତି ବିଜେପି ବିଧାୟକ ବାବୁ ସିଂ। ସେ କିଟ୍ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରିବାକୁ ବାଚସ୍ପତିଙ୍କ ନିକଟରେ ଦାବି କରିଛନ୍ତି। ବାବୁ ସିଂ କହିଛନ୍ତି, … Read More

ମହାକୁମ୍ଭ ନଦୀରୁ ମିଳିଲା ମଣିଷ ଓ ପଶୁ ମଳରେ ଥିବା ଜୀବାଣୁ

ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଛି ମହାକୁମ୍ଭ। ସେଠାରେ ଥିବା ନଦୀର ଏକାଧିକ ସ୍ଥାନରେ କୋଟି କୋଟି ଲୋକ ପୁଣ୍ୟ ଅର୍ଜନ କରିବା ଆଶାରେ ବୁଡ଼ ପକାଉଛନ୍ତି। ହେଲେ ଲୋକମାନେ ବୁଡ଼ ପକାଉଥିବା ନଦୀର ପାଣିରୁ ମିଳିଛି ମଣିଷ ଓ ପଶୁ ମଳର … Read More