ଆମେରିକାରେ ମୋଦୀଙ୍କ ବୟାନକୁ ନେଇ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଆମେରିକା ଗସ୍ତ ସମୟରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି ସମୟରେ, ଜଣେ ସାମ୍ବାଦିକ ଗୌତମ ଆଦାନୀଙ୍କ ମାମଲା ସମ୍ପର୍କରେ ଏକ ପ୍ରଶ୍ନ ପଚାରିଥିଲେ। ପ୍ରଶ୍ନର ଉତ୍ତର ଦେବା … Read More

ମୋବାଇଲରେ ରିଲ୍ସ କରିବା ହେଲା କାଳ, ନଦୀରେ ଖସି ପଡିଲେ ଯୁବତୀ

ଢେଙ୍କାନାଳ : ମୋବାଇଲରେ ରିଲ୍ସ କରିବା ହେଲା କାଳ । ରିଲ୍ସ କରିବା ସମୟରେ ଅସାବଧାନତା ଯୋଗୁଁ ବ୍ରିଜ ଉପରୁ ବ୍ରାହ୍ମଣୀ ନଦୀରେ ଖସି ପଡିଲେ ଯୁବତୀ । ଯୁବତୀ ଜଣଙ୍କ ଢେଙ୍କାନାଳ ତରଭା ଗାଁର ୧୯ ବର୍ଷୀୟ ଅମ୍ବିକା ନାୟକ । … Read More

ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ

ଭୁବନେଶ୍ବର: ‘ବିଜେଡି କାହିଁକି ଭାଙ୍ଗିବ, ବିଜେପି ଭାଙ୍ଗିଯାଉ । ପ୍ରଫୁଲ ଘଡାଇ ଜାଣିଥିବେ, କିଏ କେଉଁଠି ଷଡଯନ୍ତ୍ର କରିଥିଲା । ବିଜେଡି ଦଳ ଭିତରେ କିଛି ଷଡଯନ୍ତ୍ର ହୋଇନାହିଁ ।’ ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ପ୍ରଫୁଲ ଘଡାଇଙ୍କ … Read More

ରାଜ୍ୟରେ ଅଛନ୍ତି ୫୨୮୪ ଭିକାରୀ, ବିଧାନସଭାରେ ଉତ୍ତର ରଖିଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ରାଜ୍ୟରେ ଭିକାରୀଙ୍କ ସଂଖ୍ୟା ବଢିବାରେ ଲାଗିଛି । ବିଧାନସଭାରେ ଭିକାରୀ ତାଲିକା ଦେଲେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଓଡିଶାରେ ମୋଟ ୫୨୮୪ ଜଣ ଭିକାରୀ ଅଛନ୍ତି ବୋଲି ବିଧାୟକ ଲକ୍ଷ୍ମଣ ବାଗଙ୍କ … Read More

ଆମେ ତୁମକୁ ବହୁତ ‘ମିସ୍‌’ କରୁଥିଲୁ: ମୋଦୀଙ୍କୁ କହିଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ତାଙ୍କର “ପ୍ରିୟ ବନ୍ଧୁ” ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ସାକ୍ଷାତ ସଂପନ୍ନ ‌ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ହ୍ୱାଇଟ୍ ହାଉସରେ ପ୍ରବେଶ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ ପରେ ହାତ ମିଳାଇ ପାଛୋଟି … Read More

ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି … Read More

କଟକରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଖଣ୍ଡାରେ ହାଣି ବିଭତ୍ସ ହତ୍ୟା କରାଯଇଛି । କଟକ ପୋତାପୋଖୋରି ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ପାଣି ଟାଙ୍କି ନିକଟରେ ଥିବା ବସ୍ତି ଭିତରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା … Read More

ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ

ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପୂର୍ବରୁ … Read More

୧୯ କିମ୍ବା ୨୦ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ

ନୂଆଦିଲ୍ଲୀ: ଏଥର ଦିଲ୍ଳୀରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି (ବିଜେପି)। ଆସନ୍ତା ‌୧୯ କିମ୍ବା ୨୦ ତାରିଖରେ ଦିଲ୍ଳୀରେ ବିଜେପି ସରକାର ଗଠନ କରିବ ବୋଲି ଶୁଣିବାକୁ ମିଳୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ୧୯ … Read More

ଜେଲଗଲା କୋଟିପତି ଚୋର ସତୀଶ, ଚୋରି ଟଙ୍କାରେ କରୁଥିଲା ମସ୍ତି

ଭୁବନେଶ୍ଵର: ଘଟଣାର ଦୁଇ ସପ୍ତାହର ପରେ ଶେଷରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋରକୁ ଧରିଛି ପୋଲିସ । ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଆସି ଭୁବନେଶ୍ବରର ଭିଭିଆଇପି ଅଞ୍ଚଳରୁ ଚୋରି କରିଥିବା ୱାନ୍‌ମ୍ୟାନ୍‌ ଆର୍ମି ତଥା ସ୍ପାଇଡର୍‌ … Read More