ପ୍ରତାରକକୁ କେମିତି ଶରଦ ସମ୍ମାନିତ କଲେ: ଶିବସେନା(ୟୁବିଟି)

ମୁମ୍ବାଇ: ଏନସିପି(ଶରଦ ପାୱାର) ସୁପ୍ରିମୋ ଶରଦ ପାୱାରଙ୍କୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଦେଇଥିବା ବିବୃତ୍ତିକୁ ନେଇ ଅନେକ ରାଜନୀତି ଚାଲିଛି | ଶିବସେନା (ଉଦ୍ଧବ ଦଳ) ର ସମସ୍ତ ନେତା ସଞ୍ଜୟ ରାଉତଙ୍କ ବକ୍ତବ୍ୟ ସଂପୂର୍ଣ୍ଣ ଠିକ … Read More

ଶିକ୍ଷକ ଅପହରଣ ଘଟଣା: ୩୬ ଘଣ୍ଟା ମଧ୍ୟରେ ଉଦ୍ଧାର, ୩ ଗିରଫ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ବହୁ ଚର୍ଚ୍ଚିତ ଶିକ୍ଷକ ଅପହରଣ ଘଟଣାର ପର୍ଦ୍ଦାlଫାସ କରିଛି କରଞ୍ଜିଆ ପୁଲିସ। ଅପହରଣ କରାଯାଇଥିବା ଶିକ୍ଷକଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଏହି ଘଟଣା ସହିତ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ପୁଲିସ ଅଟକ ରଖିଛି। ଅଭିଯୁକ୍ତମାନେ ହେଲେ … Read More

କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି – ଭକ୍ତ ଦାସ

ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ … Read More

ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ

ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ. … Read More

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: କନିଷ୍ଠ ଶିକ୍ଷକ (ସ୍କିମାଟିକ୍) ପାଇଁ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ ସ୍ୱରୂପ ଓଡ଼ିଶା ସରକାର ଶିକ୍ଷକମାନଙ୍କ ମାସିକ ଦରମାରେ ୪,୯୦୦ ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫେବ୍ରୁଆରି ୧୨ ତାରିଖରେ ଏକ ପ୍ରସ୍ତାବରେ, ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ ଗଣଶିକ୍ଷା … Read More

ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏହାର ସପ୍ତଦଶ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରିଛି। ଏହି ଅବସରରେ ବୁଧବାର ଅରଗୁଳରେ ଅନୁଷ୍ଠାନର କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନର ସ୍ମୃତିଚାରଣ କରାଯାଇଥିଲା। ଏହି ଉତ୍ସବରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ମୁଖ୍ୟ … Read More

ଏଲ୍ଓସି ନିକଟରେ IED ବ୍ଲାଷ୍ଟ, ଦୁଇ ଯବାନ ସହିଦ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଅଖନୁରରେ ମଙ୍ଗଳବାର ଏକ ଆତଙ୍କବାଦୀ ଆକ୍ରମଣରେ ସେନାର ଦୁଇ ଯବାନ ସହିଦ ହୋଇଛନ୍ତି । ଏଲ୍‌ଓସି ନିକଟରେ ଅଖୁନର ସେକ୍ଟରରେ ହୋଇଥିବା ଆଇଇଡି ବିସ୍ଫୋରଣରେ ତିନି ଜଣ ଯବାନ ଆହତ ହୋଇଥିଲେ । ହସ୍ପିଟାଲରେ ଚିକିତ୍ସିତ ହେବା … Read More

ବିବାହ ବିଚ୍ଛେଦ ରୋକିବାକୁ ପଦକ୍ଷେପ ନେବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା … Read More

ମହାକୁମ୍ଭ ସଙ୍ଗମରେ ପବିତ୍ର ସ୍ନାନ କରିଛନ୍ତି ୪୫ କୋଟିରୁ ଅଧିକ

ମହାକୁମ୍ଭ ଶେଷ ହେବାକୁ ଆଉ ମାତ୍ର ୧୫ ଦିନ ବାକି ଥିବା ବେଳେ ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି ଭବ୍ୟ ସମାରୋହ ପରଠାରୁ ୪୫ କୋଟିରୁ ଅଧିକ ଲୋକ ସଙ୍ଗମରେ ସ୍ନାନ କରିଛନ୍ତି ବୋଲି ଉତ୍ତରପ୍ରଦେଶ ସରକାର କହିଛନ୍ତି।ମହାକୁମ୍ଭ … Read More

ଭକ୍ତ ଚରଣ ଦାସ ହେଲେ PCC ସଭାପତି

ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ … Read More