ଶେଷ ହେଲା ମହାକୁମ୍ଭ: ଶିବରାତ୍ରି ପାଇଁ ଦିନକରେ ବୁଡ଼ ପକାଇଲେ ୨ କୋଟି ଶ୍ରଦ୍ଧାଳୁ
ପ୍ରୟାଗରାଜ: ସରିଲା ମହାକୁମ୍ଭ । ଗଙ୍ଗା ନଦୀ କୂଳରେ ଶେଷ ହେଲା ଦୁନିଆର ସବୁଠୁ ବଡ ଆଧ୍ୟାତ୍ମିକ ମେଳା । ଯେଉଁଠି ଲାଗିଥିଲା ସାଧୁସନ୍ଥ ଓ ଭକ୍ତଙ୍କ ମିଳନ । ମହାଶିବରାତ୍ରିରେ ଶେଷ ହୋଇଛି ମହାକୁମ୍ଭ । ଅନ୍ତିମ ଅମୃତ ସ୍ନାନ … Read More