ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ

ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍‌ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି। … Read More

ଧରଣୀଧର ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ରାଜ୍ୟର ୧ନଂ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦୁଝରଗଡ଼: ଭାରତୀୟ ଚିକିତ୍ସକ ସଂଘ କେନ୍ଦୁଝର ଓ ବଡବିଲ ଶାଖା ମିଳିତ ସହଯୋଗରେ ଭାରତୀୟ ଚିକିତ୍ସକ ସଂଘ ଓଡ଼ିଶା ଶାଖାର ୭୪ତମ ବାର୍ଷିକ ଅଧିବେଶନ ଧରଣୀଧର ଭେଷଜ ମହାବିଦ୍ୟାଳୟ ଅଡିଟୋରିୟମଠାରେ ରବିବାର ଉଦ୍‌‌ଯାପିତ ହୋଇଯାଇଛି। ସଂଘର ରାଜ୍ୟ ସଭାପତି ଡାକ୍ତର ଶ୍ୟାମ … Read More

ଦୋକାନରେ ଲାଗିଲା ନିଆଁ, ନିଜ ଦୋକାନରେ ଜିଅନ୍ତା ଜଳି ଗଲେ ମହିଳା

ପଟ୍ଟାମୁଣ୍ଡାଇ: ପାନ ଦୋକାନରେ ଲାଗିଲା ନିଆଁ । ନିଜ ଦୋକାନରେ ନିଜେ ଜଳି ଗଲେ ମହିଳା । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ବକ୍ତାରପୁର ଛକରେ ଘଟିଛି ଏଭଳି ଘଟଣା । ମୃତ ମହିଳା ଜଣଙ୍କ ହେଲେ ୪୮ ବର୍ଷିୟ କମଳା … Read More

ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜେପିର ବିପୁଳ ବିଜୟ । ଆପ ଓ କଂଗ୍ରେସକୁ ପଛରେ ପକାଇଲା ବିଜେପି। ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ଶିବିରରେ ଉତ୍ସବର ମାହଲୋ। ବିଜେପି କର୍ମୀମାନେ ପରସ୍ପରକୁ ମିଠା ଖୁଆଇ ଖୁସି ମନାଉଛନ୍ତି। ଦିଲ୍ଲୀ … Read More

ନୂଆଦିଲ୍ଲୀ : ପ୍ରୟାଗରାଜଠାରେ ଚାଲିଥିବା ମହାକୁମ୍ଭ ମେଳା ଆସନ୍ତା ୨୬ ତାରିଖ ମହାଶିବରାତ୍ରୀ ଅବସରରେ ସମାପ୍ତ ହେବ । ମହାକୁମ୍ଭରେ ଆଉ ୨ଟି ସ୍ନାନ ରହିଛି, ତାହା ହେଉଛି ମାଘ ପୂର୍ଣ୍ଣିମା ଓ ମହାଶିବରାତ୍ରୀ । କିନ୍ତୁ ଏହି ଦୁଇଦିନ ଅମୃତ … Read More

ମେ’ ୪ରେ ହେବ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ: ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୫ ( NEET-UG 2025 ) ଆସନ୍ତା ମେ’ ୪ତାରିଖରେ ଅନୁଷ୍ଠିତ ହେବ। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୪ ତାରିଖରେ ଅପରାହ୍ଣ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା … Read More

ଭାବୁକ ହୋଇପଡିଲେ ଆନ୍ନା, ବହୁତ ବୁଝାଇଲି, ହେଲେ ସେ ମାନିଲେନି

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଆମ ଆଦମୀ ପାର୍ଟି ଏବଂ ଅରବିନ୍ଦ କେଜରିୱାଲଙ୍କ ପରାଜୟରେ ସାମାଜିକ କର୍ମୀ ଆନ୍ନା ହଜାରେ ଭାବପ୍ରବଣ ହୋଇପଡିଛନ୍ତି । ଆନ୍ନା ହଜାରେ ଭାବପ୍ରବଣ ହୋଇ କହିଛନ୍ତି ଯେ ସେ କେଜରିୱାଲଙ୍କୁ ବହୁତ ବୁଝାଇବାକୁ ଚେଷ୍ଟା କରିଥିଲେ … Read More

ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି

ଭୁବନେଶ୍ଵର: ଏୟାରଲିପ୍ଟ ହେବେ ଓଲିଉଡ୍ ସୁପରଷ୍ଟାର ଉତ୍ତମ ମହାନ୍ତି । ଲିଭର ସିରୋସିସ ପରି ଗମ୍ଭୀର ରୋଗରେ ପୀଡିତ ହୋଇ ଗତ ୩ ଦିନ ଧରି କିମ୍ସରେ ଚିକିତ୍ସିତ ହେଉଥିଲେ ଅଭିନେତା । ବର୍ତ୍ତମାନ ତାଙ୍କର ଅବସ୍ଥା ଗୁରୁତର ଅଛି । … Read More

ଭିସୁଟର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁ ନିଯୁକ୍ତ

ଭୁବନେଶ୍ୱର: ଓଡିଶା ରାଜ୍ୟପାଳ ତଥା କୁଳାଧିପତି ଡ. ହରି ବାବୁ କମ୍ଭମ୍‌ପତି ବୁର୍ଲାର ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜିର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତ କରିଛନ୍ତି। ୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ … Read More

ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ ଗର୍ବିତ, ଦିଲ୍ଲୀର ସାମଗ୍ରିକ ବିକାଶ କରିବୁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ ବିଜେପିକୁ ବହୁମତ ମିଳିଛି। ଦିଲ୍ଲୀ ବିଜୟ ପରେ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିକାଶ ଜିତିଲା, ସୁଶାସନ ଜିତିଲା। ଦିନରାତି କାମ କରୁଥିବା ବିଜେପି କର୍ମକର୍ତ୍ତା ପାଇଁ … Read More