ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି ।  … Read More

ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌

ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ … Read More

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ

ଭୁବନେଶ୍ୱର : ମହାଶିବରାତ୍ରୀରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ମହାଦୀପ ଉଠିବା ସମୟରେ ଘଟିଥିଲା ମହାଅଘଟଣ। ମହାଦୀପ ନେଇ ସେବାୟତ ମନ୍ଦିର ଉପରକୁ ଚଢିବା ବେଳେ ସେବାୟତ ଖସି ପଡିଥିଲେ। ସେବାୟତ ହେଉଛନ୍ତି ଯୋଗେନ୍ଦ୍ର ସମର୍ଥା। ଏହି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ସେବାୟତ … Read More

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର

ଭୁବନେଶ୍ୱର : କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ଗୁରୁବାର ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହଜାର ହୋଇଛନ୍ତି । ରାଜ୍ୟ ଅତିଥି ଭବନରେ ୬ ଜଣଙ୍କୁ ପର୍ଯ୍ୟାୟକ୍ରମେ ଜେରା କରାଯିବ । କିଟ୍‌ ଇଣ୍ଟରନାଲ କମିଟି ମୁଖ୍ୟ, … Read More

ଜାଗର ଯାତ୍ରା ଦେଖି ଫେରିବା ବେଳେ ବ୍ରିଜ ତଳକୁ ଖସିଲା ବାଇକ୍‌; ୨ ମୃତ, ଜଣେ ଗୁରୁତ

କୋରାପୁଟ: ଜାଗର ଯାତ୍ରା ଦେଖି ଫେରିବା ବେଳେ ଅଘଟଣ। କୋରାପୁଟ ଅନ୍ଧାରୀଘାଟି ତଳକୁ ଖସିପଡିଲା ବାଇକ୍। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ଶିବରାତ୍ରୀ ଥିବାବେଳେ ଦୁଇ ଜଣ ବ୍ୟକ୍ତି … Read More

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର … Read More

ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ

ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ … Read More

ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ

ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି … Read More

ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ

ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ … Read More

ସର୍ଚ୍ଚ ଅପରସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

ମାଲକାନଗିରି: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ । ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ … Read More