‘ଆୟୁଷ୍ମାନ କାର୍ଡ଼ ଛପା ଚାଲିଛି, ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ’

ଭୁବନେଶ୍ୱର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ … Read More

କୁମ୍ଭମେଳାରେ ପୁଣି ଅଗ୍ନିକାଣ୍ଡ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ହୋଇଥିବା ମହାକୁମ୍ଭ ମେଳା ଅଞ୍ଚଳରେ ପୁଣି ଅଗ୍ନିକାଣ୍ଡ ଘଟିଛି। ସମୟ ଥାଉଥାଉ ଅଗ୍ନିଶମ ବାହିନୀ ନିଆଁକୁ ନିୟନ୍ତ୍ରଣ କରି ନେଇଥିବାରୁ ବିଶେଷ କିଛି କ୍ଷୟକ୍ଷତି ହୋଇ ନଥିଲା। ପୁଲିସ ଅଧିକାରୀ ଅଗ୍ନିକାଣ୍ଡ ଘଟଣା ସମ୍ପର୍କର କହିଛନ୍ତି,‘ … Read More

ମାଲକାନଗିରି ଭିଜିଲାନ୍ସ ରେଡ୍: କୁବେର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସହ ୫ ଗିରଫ

ଭୁବନେଶ୍ୱର : ବନ୍ଧାହେଲେ କୁବେର ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ର ।  ତାଙ୍କ ସମେତ ଆଉ ୪ ଜଣ ଗିରଫ ହୋଇଛ ନ୍ତି। ୩ ସରକାରୀ କର୍ମଚାରୀ ଓ ଜଣେ ଜନସେବା କେନ୍ଦ୍ର ପରିଚାଳକ ଗିରଫ ହୋଇଥିବା ସୂଚନା ରହିଛି  । ଆୟ … Read More

ଆସନ୍ତାକାଲି ଆସିବ ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଆସନ୍ତାକାଲି ସୁଭଦ୍ରାର ପ୍ରଥମ କିସ୍ତି ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଆସନ୍ତାକାଲି ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ଟଙ୍କା ପ୍ରଦାନ କରାଯିବ। ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI କ୍ଲିୟରାନ୍ସ … Read More

ଆପ୍‌ ‘ଅପରେସନ୍ ଲୋଟସ୍’ ଅଭିଯୋଗ ଆଣିବା ପରେ ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ: ଫଳାଫଳ ଆସିବା ପୂର୍ବରୁ ଦିଲ୍ଲୀରେ ବଡ଼ ଧରଣର ରାଜନୈତିକ ହଲଚଲ । ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳ ଆସିବା ପୂର୍ବରୁ, ସମସ୍ତ ୭୦ ପ୍ରାର୍ଥୀଙ୍କୁ ନେଇ ଏକ ବୈଠକ ଡାକିଥିଲେ ଆପ୍‌ର ସଂଯୋଜକ ଅରବିନ୍ଦ କେଜ୍ରିଓ୍ୱାଲ । ମିଳିଥିବା ସୂଚନା … Read More

ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ, ଶ୍ରୀପଞ୍ଚମୀ ଓ ବନକଲାଗି ନୀତି ପାଇଁ ଥିଲା ସ୍ଥଗିତ

ପୁରୀ : ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର କାମ ।  ଦ୍ବିତୀୟ ଭୋଗ ମଣ୍ଡପ ପରେ ମରାମତି କରାଯିବ । ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି … Read More

ଦେବ ନାୟାରଣ ପଣ୍ଡା ମୃତ୍ୟୁ ମାମଲା: ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି

କଟକ: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଆଶ୍ବସ୍ତି । ନିମ୍ନ ଅଦାଲତଙ୍କ ଏନବିଡବ୍ଲୁ ଉପରେ ରୋକ୍ ଲଗାଇଲେ ହାଇକୋର୍ଟ । ମାଲକାନଗିରି ଏସଡିଜେଏମ କୋର୍ଟ ଜାରି କରିଥିଲେ ଏନବିଡବ୍ଲୁ । ବ୍ୟକ୍ତିଗତ ସହାୟକ ଦେବ ପଣ୍ଡା ମୃତ୍ୟୁ ମାମଲାରେ ଜାରି … Read More

ପଣ୍ଡ ହେଲା ପାକ୍‌ର ଉଦ୍ୟମ: ୭ ଜଣ ଅନୁପ୍ରବେଶକାରୀ ନିହତ

ଜମ୍ମୁ-କଶ୍ମୀର: ପାକିସ୍ତାନର ଅନୁ‌ପ୍ରବେଶକାରୀଙ୍କ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଭାରତୀୟ ସେନା ଏଲଓସିରେ ଥିବା ପୋଷ୍ଟରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ଆକ୍ରମଣକୁ ବିଫଳ କରିଛି ବୋଲି ସୂଚନା ରହିଛି। ସୂତ୍ରରୁ ଜାଣିବାକୁ ମିଳିଛି ଯେ ପାକିସ୍ତାନୀମାନେ ଫେବ୍ରୁଆରି ୪-୫ ରାତିରେ ସୀମା … Read More

ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ସୁରକ୍ଷାକର୍ମୀଙ୍କ କମ୍ବିଂ ଅପରେସନ୍ ଜାରି

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲା ହନୁପାଲି ଗାଁ ଜଙ୍ଗଲରେ ଗୁଳିମିନିମୟ । ଗନ୍ଧମାର୍ଦ୍ଦନରେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛି । ପୋଲିସର ସର୍ଚ୍ଚ ଅପରେସନ୍ ଜାରି ରହିଥିବା ବଲାଙ୍ଗୀର ଏସପି ସୂଚନା ଦେଇଛନ୍ତି । ଜଙ୍ଗଲରେ ମାଓବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ … Read More

ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରିରୁ ତୁମୁଳକାଣ୍ଡ, ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଭଦ୍ରକ: ଦମ୍ପତ୍ତିଙ୍କ ଝଗଡାରେ ମହିଳା କନେଷ୍ଟବଳଙ୍କ ଏଣ୍ଟ୍ରି କାରଣରୁ ତୁମୁଳକାଣ୍ଡ । ମହିଳା କନେଷ୍ଟବଳଙ୍କୁ ମଦ୍ୟପ ଯୁବକ ମାଡ଼ ମାରିଥିବା ଅଭିଯୋଗ । ଏହାପରେ ସଂପୃକ୍ତ ଯୁବକଙ୍କୁ ଥାନାକୁ ଆଣି ପୋଲିସ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମାଡ଼ ଖାଇଥିବା … Read More