ଆତ୍ମନିର୍ଭରଶୀଳ ନୀତିରେ ଆକର୍ଷିତ ହୋଇ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ଲଗାତାର ମାଓ ଦମନରେ ପୁଲିସକୁ ସଫଳତା ମିଳିବାରେ ଲାଗିଛି। ଏହି କ୍ରମରେ ପୁଣି ୬ ଜଣ ମାଓବାଦୀ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦନ୍ତେୱାଡା ଜିଲ୍ଲାରେ ଅବସ୍ଥାପିତ ସିଆରପିଏଫ ଯବାନଙ୍କର ଲଗାତାର ଅପରେସନ ଏବଂ ଲୋକଙ୍କୁ ମୁଖ୍ୟସ୍ରୋତରେ … Read More

ପୁଣି ରେଳ ଦୁର୍ଘଟଣା : ରାଉରକେଲାରେ ମାଲଗାଡ଼ିର ଦୁଇଟି ବଗି ଲାଇନଚ୍ୟୁତ

ରାଉରକେଲା: ସ୍ଥାନୀୟ ମାଲଗୋଦାମ ରେଳସାଇଡିଂରେ ବୁଧବାର ସକାଳୁ ମାଲଗାଡ଼ି ପାଚେରୀ ଭାଙ୍ଗି ବସ୍ତି ଭିତରକୁ ପଶି ଯିବା ଘଟଣାକୁ ଲୋକେ ଭୁଲିପାରି ନଥିବା ବେଳେ ଷ୍ଟିଲ୍‌ ସିଟି ରାଉରକେଲାରେ ପୁଣି ରେଳ ଦୁର୍ଘଟଣା ଘଟିଛି। ଷ୍ଟେସନର ଚାରି ନମ୍ବର ପ୍ଲାଟଫର୍ମ ନିକଟରେ … Read More

ବିପିୟୁଟିର ୧୧ତମ ସମାବର୍ତ୍ତନ ସମାରୋହ ଉଦ୍‌ଘାଟିତ

ରାଉରକେଲା : ଆଜି ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ୧୧ତମ ସମାବର୍ତ୍ତନ ଉତ୍ସବ ଉଦଘାଟିତ ହୋଇଛି । ଉକ୍ତ ସମାବର୍ତ୍ତନ ସମାରୋହ ସଭାରେ ଓଡ଼ିଶାର ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ଡ଼ ହରିବାବୁ କାମ୍ବମପତି ଅଧ୍ୟକ୍ଷତା କରିବା ସହିତ ଏହାକୁ ଶୁଭାରମ୍ଭ … Read More

ପଶ୍ଚିମବଙ୍ଗ ଉପକୂଳରେ ଉଡ଼ନ୍ତା ମାଛ

ଗୋପାଳପୁର: ପଶ୍ଚିମବଙ୍ଗ ଉପକୂଳରେ ଉଡ଼ନ୍ତା ମାଛ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ୍ୟ। ଏପରି ଉଡ଼ନ୍ତା ମାଛକୁ ଠାବ କରିଛି ଗୋପାଳପୁରସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର। ପ୍ରଥମ ଥର ପାଇଁ ଏହି ପ୍ରଜାତିର ଉଡ଼ନ୍ତା ମାଛ ‘ଚେଲିପୋଗନ ଆର୍ର୍ଟିସେପ୍ସ’କୁ ଚିହ୍ନଟ … Read More

୨ ନାବାଳକ ମୃତ୍ୟୁ ଘଟଣା: ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ରଙ୍ଗବଜାର ନିକଟ କୁଆଖାଇରେ ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ଦୁଇ ଛାତ୍ରଙ୍କ ପ୍ରାଣହାନୀ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସାମାଜିକ … Read More

ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ଦ୍ଵନ୍ଦ ହଟିଲା: ଓଡ଼ିଶା ହାଇକୋର୍ଟଙ୍କ ସ୍ଥଗିତାଦେଶ କୋହଳ

କଟକ,୫ା୨: ଓଡ଼ିଶା ହାଇକୋର୍ଟ ବୁଧବାର ତାଙ୍କର ପୂର୍ବ ସ୍ଥଗିତାଦେଶକୁ କୋହଳ କରିବା ସହିତ ୨୭୫୩ ଜଣ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (MPHW)ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଅନୁମତି ଦେଇଛନ୍ତି। ଓଏସଏସଏସସି MPHW ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଅନେକ ପ୍ରାର୍ଥୀ ଆବେଦନ … Read More

ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା

ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ … Read More

ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖ ଦିନ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ଦ୍ବିତୀୟ ଦିନିକିଆ ମ୍ୟାଚ୍‌ ପାଇଁ ଆଜି ସନ୍ଧ୍ୟାରେ କାଉଣ୍ଟର ଟିକେଟ୍‌ ବିକ୍ରି ଶେଷ ହୋଇଛି। କଟକ ଡିସିପି ଜଗମୋହନ ମୀନା ଗଣମାଧ୍ୟମକୁ ଏହି … Read More

ଡଙ୍ଗାବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣା: ୪ଦିନ ପରେ ଜଣକ ମୃତଦେହ ଉଦ୍ଧାର

ଲମତାପୁଟ: ଜିଲ୍ଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣାକୁ ଆଜିକୁ ୪ଦିନ ପରେ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ଜଣାଯାଇଛି। ଆଉ ଜଣେ ନାବାଳକ ଏବେବି ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ମୃତଦେହ … Read More

ଦିଲ୍ଲୀ ବିଧାନସଭା ନିର୍ବାଚନ ଏକ୍‌ଜିଟ୍‌ ପୋଲ : ବିଜେପିକୁ ଅଧିକ ଆସନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ୫ ଫେବ୍ରୁଆରିରେ ମତଦାନ ଶେଷ ହୋଇଛି। ଦିଲ୍ଲୀର୭୦ଟି ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ଯାହାର ଫଳାଫଳ ଫେବ୍ରୁଆରି ୮ ତାରିଖରେ ଘୋଷଣା କରାଯିବ। ଏହା ପୂର୍ବରୁ … Read More