ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ

ଭୁବନେଶ୍ବର: ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା … Read More

ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍ … Read More

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବିରୋଧରେ ‘ଠେଙ୍ଗା ଅଭିଯାନ’ ଆରମ୍ଭ କଲେ ବାବୁ ସିଂ

ଭୁବନେଶ୍ୱର: ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ ‘ଠେଙ୍ଗା ଅଭିଯାନ’ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ ‘ଠେଙ୍ଗା ବାହିନୀ’ … Read More

ମଦ ଦୁର୍ନୀତିରେ ବଡ଼େ ମିଆଁ ଏବଂ ଛୋଟେ ମିଆଁ ଉଭୟ ଜେଲ୍ ଗଲେ: ଶାହା

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବା ପାଇଁ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବିଜୱାସନ ବିଧାନସଭା କ୍ଷେତ୍ରରେ ପହଞ୍ଚିଥିଲେ | ଏହି ସମୟରେ ସେ ଦିଲ୍ଲୀର ଆମ ଆଦମୀ ପାର୍ଟି ସରକାର ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ … Read More

ପ୍ରଥମ ଥର ପାଇଁ ଡଲାର ତୁଳନାରେ ୮୭କୁ ଖସିଲା ଟଙ୍କା

ନୂଆଦିଲ୍ଲୀ : ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ଅର୍ଥାତ୍ ଟଙ୍କାର ସ୍ଥିତିରେ କ୍ରମାଗତ ଭାବେ ଅବନତି ହେବାରେ ଲାଗିଛି। ଆନ୍ତଃବ୍ୟାଙ୍କ ବୈଦେଶିକ ମୁଦ୍ରା ବଜାରରେ ସୋମବାର ଡଲାର ପିଛା ଟଙ୍କା ୫୫ ପଇସା ହ୍ରାସ ପାଇ ୮୭.୧୭ (ଅସ୍ଥାୟୀ) ରେ … Read More

ସ୍ୱାମୀର କିଡନୀ ବିକ୍ରି ଟଙ୍କାରେ ପ୍ରେମିକ ସହ ପଳାଇଲା ପତ୍ନୀ

କୋଲକାତା: ଯେକୌଣସି ବ୍ୟକ୍ତି ନିଜ ପରିବାର ପାଇଁ ଦିନରାତି କଠିନ ପରିଶ୍ରମ କରେ। ଯଦି ଏହି କଠିନ ପରିଶ୍ରମ ପରିବାର ପ୍ରତିପୋଷଣ ପାଇଁ ଯଥେଷ୍ଟ ନୁହେଁ, ତେବେ ଅନେକ ସମୟରେ ଲୋକମାନେ ଏପରି ପଦକ୍ଷେପ ନିଅନ୍ତି ଯାହା ବିଷୟରେ ଜାଣି ସମସ୍ତେ … Read More

ବିଜୟର ଭବିଷ୍ୟବାଣୀ କରି ଏମିତି କହିଲେ ପ୍ରବେଶ ବର୍ମା

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ଭାଜପାର ବିଜୟ ପରେ, ତାଲକାଟୋରା ଷ୍ଟାଡିୟମର ନାମ ପରିବର୍ତ୍ତନ କରାଯିବ। ନୂଆଦିଲ୍ଲୀ ଆସନରୁ ଭାଜପା ପ୍ରାର୍ଥୀ ପ୍ରବେଶ ବର୍ମା ଏହା ଘୋଷଣା କରିଛନ୍ତି। ସେ ଦାବି କରିଛନ୍ତି ଯେ ଫେବୃଆରୀ ୮ ତାରିଖରେ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟିର … Read More

ମୋତେ ଜୀବନରୁ ମାରିଦେବାକୁ ଚାହୁଁଛନ୍ତି, ସାଂଘାତିକ ଅଭିଯୋଗ ଆଣିଲେ ଶଙ୍କରାଚାର୍ଯ୍ୟ

ଲକ୍ଷ୍ନୌ,୩।୨: ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ତାଙ୍କୁ ହତ୍ୟା ଧମକ ଦିଆଯାଉଥିବା ସେ ଅଭିଯୋଗ ଆଣିଛନ୍ତି। ମୌନୀ ଅମାବାସ୍ୟାର ଅମୃତ ସ୍ନାନ ସମୟରେ ଦଳାଚକଟା ସମ୍ପର୍କରେ ଶଙ୍କରାଚାର୍ଯ୍ୟ କୁମ୍ଭ ବ୍ୟବସ୍ଥାରେ ଉତ୍ତର ପ୍ରଦେଶ ସରକାରଙ୍କ ଅବହେଳାର ଅଭିଯୋଗ ଆଣି … Read More

ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ: ଟପ୍‌-୧୦ରୁ ବାଦ୍‌ ପଡ଼ିଲା ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୩।୨: ଫୋବର୍ସ ୨୦୨୫ରେ ବିଶ୍ୱର ୧୦ଟି ସବୁଠାରୁ ଶକ୍ତିଶାଳୀ ଦେଶର ରାଙ୍କିଂ ପ୍ରକାଶ କରିଛି। ଏଥିରେ ଭାରତକୁ ଶ୍ରେଷ୍ଠ ୧୦ରୁ ବାଦ ଦିଆଯାଇଛି। ଏହି ତାଲିକା ଅନେକ ଗୁରୁତ୍ୱପୂର୍ଣ୍ଣ ପାରାମିଟର ଉପରେ ଆଧାରିତ। କିନ୍ତୁ ଭାରତ ଭଳି ଏକ ଦେଶକୁ ବାଦ … Read More

ମୋ ନାଁରେ ରାହୁଲ ଗାନ୍ଧୀ ମିଛ କହିଛନ୍ତି – ଜୟଶଙ୍କର

ନୂଆଦିଲ୍ଲୀ,୩।୨: ଲୋକ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ.ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜୟଶଙ୍କରଙ୍କ ଆମେରିକା ଗସ୍ତ ଉପରେ ରାହୁଲ ପ୍ରଶ୍ନ ଉଠାଇଛନ୍ତି। ବୈଦେଶିକ ମନ୍ତ୍ରୀ ଏହାର କଡ଼ା ଜବାବ … Read More