ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି … Read More

ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣା​‌ରେ କେହି ମୃତାହତ ହୋଇଥିବା ନେଇ … Read More

ମହୁମାଛି ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ତିଲଡେଗା ନିକଟରେ ଅଘଟଣ । ଶିବ ମନ୍ଦିର ଯାଉଥିବାବେଳେ ଜଣେ ମହିଳା ଓ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ବାଘୁଆ ମହୁମାଛି । ଏଥିରେ ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ଏହା … Read More

ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ ।  ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ … Read More

ନୀତିଶ ସରକାରରେ ବଢ଼ିଲା ବିଜେପିର ଦବଦବା, ମନ୍ତ୍ରୀ ଭାବେ ଶପଥ ନେଲେ ୭ ବିଧାୟକ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଗୋଟିଏ ପରେ ଗୋଟିଏ ଅନେକ ରାଜ୍ୟ ଜିତିବା ପରେ, କେନ୍ଦ୍ରରେ କ୍ଷମତାରେ ଥିବା ବିଜେପି ଏବେ ବିହାରରେ ସକ୍ରିୟ ହୋଇ ଉଠିଛି। ଏହି ସମୟରେ, ଆଜି ନୀତିଶ … Read More

ପୁରୀ ଲୋକନାଥ ମନ୍ଦିରରେ ବାଉନ୍ସର ନିୟୋଜିତ ଘଟଣାରେ ତଦନ୍ତ ଆରମ୍ଭ

ପୁରୀ: ପୁରୀ ଲୋକନାଥ ମନ୍ଦିର ପରିସରରେ ପାଳିଆ ସେବାୟତ କିଛି ବାଉନ୍ସର ମୁତୟନ କରିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଅନ୍ୟ ସେବାୟତ ଓ ଭକ୍ତ ବିରୋଧ କରିବାରୁ ସେମାନଙ୍କୁ ଅଟକ ରଖିଛି ପୋଲିସ। ଏନେଇ ତଦନ୍ତ ଆରମ୍ଭ ହୋଇଥିବା ବେଳେ … Read More

ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ, ଆମ୍ବୁଲାନ୍ସ ଛାଡ଼ିଲେନି ଉତ୍ୟକ୍ତ ଲୋକ

କଟକ : ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ ।  ଆଠଗଡ଼ ଖୁଣ୍ଟୁଣୀ ରାଣୀ ବଣିଆ ସ୍ଥିତ ଆଦର୍ଶ କାରାଗାରରେ ଜଣେ ଅଭିଯୁକ୍ତଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି ।  ମୃତକ ଜଣକ ତିଗିରିଆ ଥାନା ଅନ୍ତର୍ଗତ ପଙ୍କାଳ ଗାଁର ତୟାବ ଖାଁ ।  ଗତକିଛି … Read More

ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ସୁପାରୀ ଦେଇ ବରକୁ ହତ୍ୟା ଉଦ୍ୟମ ଘଟଣା। ମୁଖ୍ୟ ଅଭିଯୁକ୍ତ ଦେଓଗାଁ ଥାନା ମହଲେଇ ଗାଁର ସୁଶାନ୍ତ ବିଶ୍ବାଳ ଗିରଫ। କଳାହାଣ୍ଡି ଜିଲ୍ଲାର ମୋହନଗିରିରୁ ଗିରଫ କଲା ଦେଓଗାଁ ପୋଲିସ।ପୂର୍ବରୁ ଏହି ଘଟଣାରେ ଜଣେ ନାବାଳକ ସହ ୮ ଜଣ … Read More

ହିନ୍ଦୀ ବିବାଦ: ‘ଭାଷା’ ଯୁଦ୍ଧରୁ ପଛକୁ ହଟିଲେ ଷ୍ଟାଲିନ

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ଶାସକ ଦ୍ରାବିଡ ମୁନେତ୍ର କାଝଗମ (ଡିଏମକେ) ସଭାପତି ଏମ୍.କେ. ଷ୍ଟାଲିନ୍ ବୁଧବାର କହିଛନ୍ତି ଯେ, ଯଦି ତାମିଲନାଡୁ ଏବଂ ତାମିଲମାନଙ୍କ ସ୍ୱାଭିମାନ ସହିତ ଖେଳ ନ ଖେଳି ହିନ୍ଦୀ ଭାଷାକୁ ବଳପୂର୍ବକ ସେମାନଙ୍କ ଉପରେ ଲଦି … Read More

ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ଯୋଗୁଁ ନିଲମ୍ୱିତ ହେଲେ ଇନ୍ସପେକ୍ଟର

ଜଗତସିଂହପୁର: କୁଜଙ୍ଗ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ସସପେଣ୍ଡ ।  ତାଙ୍କୁ ନିଲମ୍ବନ କରିଛନ୍ତି ପୋଲିସ ଡିଜି ୱାଇ ବି ଖୁରାନିଆ । ଅସଦାଚରଣ ଓ ନିଜ ପଦବୀର ଅପବ୍ୟବହାର ନେଇ ତାଙ୍କୁ ନିଲମ୍ବନ କରାଯାଇଛି । ଏଥିସହା ତାଙ୍କ … Read More