ଧର୍ମଗଡରୁ ୮ ଅଭିଯୁକ୍ତ ଗିରଫ, ୩ କୋଟି ୫୧ଲକ୍ଷ ଟଙ୍କା ଜବତ

କଳାହାଣ୍ଡି: ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ପୋଲିସ । ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ … Read More

ବାହାର ପଟୁ କବାଟ ଦେଇ ଲୁଟିନେଲେ ୧୦ ଲକ୍ଷ ଟଙ୍କାର ସୁନା ଗହଣା

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଭୁଇଁପୁର ବାଲିସାହି ଗାଁରେ ସଶସ୍ତ୍ର ଡକାୟତି । ଗତକାଲି ବିଳମ୍ବିତ ରାତିରେ ନାରାୟଣ ସାହୁଙ୍କ ଘରେ ୫ରୁ ଊର୍ଦ୍ଧ୍ବ ଡକାୟତ ପଶି ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଘର ବାହାରପଟୁ କବାଟ ଦେଇ … Read More

ବଜେଟରେ ବଡ଼ ଘୋଷଣା, ଆୟକର ଛାଡ ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ … Read More

ଠିକା ନିଯୁକ୍ତ ସରକାରୀ କର୍ମଚାରୀଙ୍କର କଟିବ ନାହିଁ ରାସନକାର୍ଡ

ଭୁବନେଶ୍ବର: ଠିକାରେ ନିଯୁକ୍ତ ହୋଇଥିବା ସରକାରୀ କର୍ମଚାରୀଙ୍କର କଟିବନି ରାସନ କାର୍ଡ। ଯେଉଁ କର୍ମଚାରୀଙ୍କର ମାସିକ ୧୫ହଜାର ଟଙ୍କାରୁ କମ୍ ଦରମା ପାଉଛନ୍ତି, ସେମାନଙ୍କ ରାସନକାର୍ଡ କଟିବ ନାହିଁ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହି ଠିକା ସରକାରୀ … Read More