ଖୁବ୍ଶୀଘ୍ର ଭୁବନେଶ୍ୱର ସହ ୧୩ଟି ବିମାନବନ୍ଦରର ହେବ ଘରୋଇକରଣ
ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୁବ୍ଶୀଘ୍ର ଦେଶର ୧୩ ବିମାନବନ୍ଦରର ହେବ ଘରୋଇକରଣ। ଏଥିପାଇଁ ଜୋର୍ଦାର ପ୍ରସ୍ତୁତି ଚାଲିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆସେଟ୍ ମୁଦ୍ରୀକରଣ ମାଧ୍ୟମରେ ରାଜସ୍ୱ ବଢାଇବା ହେଉଛି ସରକାରଙ୍କ ଲକ୍ଷ୍ୟ। ଏହି କ୍ରମରେ ୧୩ ବିମାନବନ୍ଦରର ଘରୋଇକରଣ ପ୍ରକ୍ରିୟାକୁ … Read More