୧୩ରେ ବିଧାନସଭା ସମ୍ମୁଖରେ ଧାରଣା ଦେବ ନିଖିଳ ଓଡ଼ିଶା ଜୀବିକା ମିଶନ ଇସି ସଂଘ

ଛତ୍ରପୁର : ପୁନର୍ଗଠନ ଆଳରେ ଓଡିଶାରେ ୨୫ ଵର୍ଷ ଧରି ଜୀବିକା ମିଶନ ଓ ୧୧ ଵର୍ଷ ଧରି ମିଶନ ଶକ୍ତିରେ କାର୍ଯ୍ୟ କରୁଥିବା ଲକ୍ଷାଧିକ କାର୍ଯ୍ୟକାରୀ ସଦସ୍ୟଙ୍କୁ ଛଟେଇ କରିବା ଯୋଜନା ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଜିଲାରେ କାର୍ଯ୍ୟରତ ହଜାର … Read More

ଏ ବଜେଟ୍ ମଧ୍ୟବିତ୍ତଙ୍କ ପକେଟ ଭରିବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆସିଲା ବଜେଟ୍, ଆସିଲା ମୋଦିଙ୍କ ବୟାନ । ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରି ସାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚଳିତ ଥରର ବଜେଟକୁ ସାଧାରଣ ଲୋକଙ୍କ … Read More

କେନ୍ଦ୍ର ବଜେଟରେ ନିରାଶ ଓଡ଼ିଶା

ଭୁବନେଶ୍ୱର: ନିର୍ବାଚନ ସମୟରେ ବିଜେପି ଓଡିଶାବାସୀଙ୍କୁ ବହୁତ ବଡ ବଡ ପ୍ରତିଶ୍ରୁତି ଦେଇଥିଲା। ଗତଥର ଭଳି ଚଳିତ ଥର ମଧ୍ୟ କେନ୍ଦ୍ର ବଜେଟରେ ଓଡିଶା ପାଇଁ କିଛି ନାହିଁ। ୨୦୨୫-୨୬ରେ ରାଜ୍ୟ ପାଇଁ କୌଣସି ସ୍ୱତନ୍ତ୍ର ଯୋଜନା ବା ଘୋଷଣା କରିନାହିଁ। … Read More

ମୟୂରଭଞ୍ଜ ମାଟି ହେଉଛି କଳା ଓ ସଂସ୍କୃତିର ମାଟି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର; ମୟୂରଭଞ୍ଜ ଜିଲାର ଗୌରବଜ୍ଜଳ ଇତିହାସ ସର୍ବଜନ ବିଦିତ। ଓଡ଼ିଶା ମାଟିକୁ ବିଭିନ୍ନ କ୍ଷେତ୍ରରେ ମୟୂରଭଞ୍ଜର ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର୍ ଠାରେ ଆୟୋଜିତ ମୟୂରଭଞ୍ଜ ଉତ୍ସବ ଅବସରରେ କହିଛନ୍ତି। ଭୁବନେଶ୍ୱର ଉତ୍କଳ ମଣ୍ଡପ … Read More

ଟ୍ୟାକ୍ସ ଛାଡ ଘୋଷଣା ପରେ ପ୍ରଧାନମନ୍ତ୍ରୀ ଏବଂ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବଜେଟ୍ ୨୦୨୫-୨୬ରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ … Read More

ଲଗାତାର ୮ମ ଥର ପାଇଁ ନିର୍ମଳାଙ୍କ ବଜେଟ୍ ଉପସ୍ଥାପନ: ୧ ଘଣ୍ଟା ୧୪ ମିନିଟର ଅଭିଭାଷଣ

ନୂଆଦିଲ୍ଲୀ: ଉପସ୍ଥାପିତ ହେଲା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପିତ କଲେ ବଜେଟ୍ । ବିଭିନ୍ନ କ୍ଷେତ୍ର ପାଇଁ ଏହି ବଜେଟରେ ବଡ ଘୋଷଣା କରାଯାଇଥିବା ବେଳେ ଠିକ୍ ଦିନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ବଜେଟ୍ … Read More

ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ତାତି, କୁହୁଡି ପାଇଁ ୧୬ ଜିଲ୍ଲାକୁ ୨୪ ଘଣ୍ଟା ୟେଲୋ ଆଲର୍ଟ

ରାଜ୍ୟରେ ଧୀରେ ଧୀରେ ତାତି ବଢ଼ୁଥିବାରୁ ଟାଇ ଟାଇ ଖରା ସହ ଅସ୍ୱାଭାବିକ ଗରମ ଦେଖିବାକୁ ମିଳିଛି ।ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଫଳରେ ରାଜ୍ୟରେ … Read More

ବଜେଟରେ ବଡ ଘୋଷଣା: ଜାଣନ୍ତୁ କଣ ହେଲା ଶସ୍ତା, କଣ ମହଙ୍ଗା ?

୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ ମଧ୍ୟବିତ୍ତଙ୍କ ପାଇଁ ସେ କରିଛନ୍ତି ବଡ଼ ଘୋଷଣା। ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ଛାଡ଼ ଘୋଷଣା କରାଯାଇଛି। ସେହିପରି ଏହି ବଡ଼ ଘୋଷଣା … Read More

ଧର୍ମଗଡରୁ ୮ ଅଭିଯୁକ୍ତ ଗିରଫ, ୩ କୋଟି ୫୧ଲକ୍ଷ ଟଙ୍କା ଜବତ

କଳାହାଣ୍ଡି: ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ପୋଲିସ । ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ … Read More

ବାହାର ପଟୁ କବାଟ ଦେଇ ଲୁଟିନେଲେ ୧୦ ଲକ୍ଷ ଟଙ୍କାର ସୁନା ଗହଣା

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଭୁଇଁପୁର ବାଲିସାହି ଗାଁରେ ସଶସ୍ତ୍ର ଡକାୟତି । ଗତକାଲି ବିଳମ୍ବିତ ରାତିରେ ନାରାୟଣ ସାହୁଙ୍କ ଘରେ ୫ରୁ ଊର୍ଦ୍ଧ୍ବ ଡକାୟତ ପଶି ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଘର ବାହାରପଟୁ କବାଟ ଦେଇ … Read More