ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି
କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ … Read More