ବଦଳିବ ବହୁ ରାଜସ୍ବ ନିୟମ: ସୁରେଶ ପୂଜାରୀ
ଝାରସୁଗୁଡ଼ା: ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍ ଲ୍ୟାଣ୍ଡ୍ ଏନକ୍ରୋଚ୍ମେଣ୍ଟ ଆକ୍ଟ ଏବଂ ଓଡ଼ିଶା ଲ୍ୟାଣ୍ଡ୍ ସେଟଲମେଣ୍ଟ ଆକ୍ଟରେ ଅନେକ ସଂଶୋଧନ ରହିଛି। ସୋମବାର ଝାରସୁଗୁଡ଼ା ଜିଲ୍ଲା ଗସ୍ତ ସମୟରେ … Read More
