ବିପିୟୁଟିର ୧୧ତମ ସମାବର୍ତ୍ତନ ସମାରୋହ ଉଦ୍‌ଘାଟିତ

ରାଉରକେଲା : ଆଜି ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ୧୧ତମ ସମାବର୍ତ୍ତନ ଉତ୍ସବ ଉଦଘାଟିତ ହୋଇଛି । ଉକ୍ତ ସମାବର୍ତ୍ତନ ସମାରୋହ ସଭାରେ ଓଡ଼ିଶାର ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ଡ଼ ହରିବାବୁ କାମ୍ବମପତି ଅଧ୍ୟକ୍ଷତା କରିବା ସହିତ ଏହାକୁ ଶୁଭାରମ୍ଭ … Read More

ପଶ୍ଚିମବଙ୍ଗ ଉପକୂଳରେ ଉଡ଼ନ୍ତା ମାଛ

ଗୋପାଳପୁର: ପଶ୍ଚିମବଙ୍ଗ ଉପକୂଳରେ ଉଡ଼ନ୍ତା ମାଛ। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ୍ୟ। ଏପରି ଉଡ଼ନ୍ତା ମାଛକୁ ଠାବ କରିଛି ଗୋପାଳପୁରସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର। ପ୍ରଥମ ଥର ପାଇଁ ଏହି ପ୍ରଜାତିର ଉଡ଼ନ୍ତା ମାଛ ‘ଚେଲିପୋଗନ ଆର୍ର୍ଟିସେପ୍ସ’କୁ ଚିହ୍ନଟ … Read More

୨ ନାବାଳକ ମୃତ୍ୟୁ ଘଟଣା: ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ରଙ୍ଗବଜାର ନିକଟ କୁଆଖାଇରେ ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ଦୁଇ ଛାତ୍ରଙ୍କ ପ୍ରାଣହାନୀ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସାମାଜିକ … Read More

ମହିଳା ସ୍ୱାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ଦ୍ଵନ୍ଦ ହଟିଲା: ଓଡ଼ିଶା ହାଇକୋର୍ଟଙ୍କ ସ୍ଥଗିତାଦେଶ କୋହଳ

କଟକ,୫ା୨: ଓଡ଼ିଶା ହାଇକୋର୍ଟ ବୁଧବାର ତାଙ୍କର ପୂର୍ବ ସ୍ଥଗିତାଦେଶକୁ କୋହଳ କରିବା ସହିତ ୨୭୫୩ ଜଣ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (MPHW)ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଅନୁମତି ଦେଇଛନ୍ତି। ଓଏସଏସଏସସି MPHW ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଅନେକ ପ୍ରାର୍ଥୀ ଆବେଦନ … Read More

ପୁରୀ-କୋଣାର୍କ ବୁଲିଲେ ଷୋଡ଼ଶ ଅର୍ଥ କମିଶନ: ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ପାଇଁ ଆଲୋଚନା

ଭୁବନେଶ୍ୱର, ୫ା୨: ଓଡିଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆଙ୍କ ନେତୃତ୍ୱରେ ଦ୍ଵିତୀୟ ଦିନରେ ଶ୍ରୀକ୍ଷେତ୍ର ପୁରୀ ଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ … Read More

ବାରବାଟୀ ଦିନିକିଆ: କାଉଣ୍ଟର ଟିକେଟ୍‌ ନପାଇ ନିରାଶ ହେଲେ କ୍ରିକେଟ୍‌ପ୍ରେମୀ

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖ ଦିନ ବାରବାଟୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା ଦ୍ବିତୀୟ ଦିନିକିଆ ମ୍ୟାଚ୍‌ ପାଇଁ ଆଜି ସନ୍ଧ୍ୟାରେ କାଉଣ୍ଟର ଟିକେଟ୍‌ ବିକ୍ରି ଶେଷ ହୋଇଛି। କଟକ ଡିସିପି ଜଗମୋହନ ମୀନା ଗଣମାଧ୍ୟମକୁ ଏହି … Read More

ଡଙ୍ଗାବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣା: ୪ଦିନ ପରେ ଜଣକ ମୃତଦେହ ଉଦ୍ଧାର

ଲମତାପୁଟ: ଜିଲ୍ଲାର ମାଛକୁଣ୍ଡ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଦୁଇ ଛାତ୍ର ନିଖୋଜ ଘଟଣାକୁ ଆଜିକୁ ୪ଦିନ ପରେ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ଜଣାଯାଇଛି। ଆଉ ଜଣେ ନାବାଳକ ଏବେବି ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ମୃତଦେହ … Read More

ଦିଲ୍ଲୀ ବିଧାନସଭା ନିର୍ବାଚନ ଏକ୍‌ଜିଟ୍‌ ପୋଲ : ବିଜେପିକୁ ଅଧିକ ଆସନ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ୫ ଫେବ୍ରୁଆରିରେ ମତଦାନ ଶେଷ ହୋଇଛି। ଦିଲ୍ଲୀର୭୦ଟି ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି। ଯାହାର ଫଳାଫଳ ଫେବ୍ରୁଆରି ୮ ତାରିଖରେ ଘୋଷଣା କରାଯିବ। ଏହା ପୂର୍ବରୁ … Read More

ଅସହ୍ୟ ହେଲାଣି ଆର୍ଥିକ ସଙ୍କଟ, ଭାରତ ସହିତ ସମସ୍ତ ସମସ୍ୟାର ସମାଧାନ ଚାହୁଁଛି ପାକିସ୍ତାନ

ନୂଆଦିଲ୍ଲୀ,୫ା୨: ପାକିସ୍ତାନ ପୁଣିଥରେ କାଶ୍ମୀର ପ୍ରସଙ୍ଗ ଉଠାଇଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ବୁଧବାର କହିଛନ୍ତି ଯେ ପାକିସ୍ତାନ ଭାରତ ସହିତ କାଶ୍ମୀର ସମେତ ସମସ୍ତ ସମସ୍ୟାର ସମାଧାନ ଆଲୋଚନା ମାଧ୍ୟମରେ କରିବାକୁ ଚାହୁଁଛି। ସେ କହିଛନ୍ତି ଯେ ତାଙ୍କ ଦେଶ କାଶ୍ମୀର … Read More

ମୋଦୀ ବିରୋଧୀ ଦଳରେ ବସିଲେ ମୋ ତପସ୍ୟା ସଫଳ ହେବ: କଂଗ୍ରେସ ନେତା ପବନ ଖେରା

ନୂଆଦିଲ୍ଲୀ: କଂଗ୍ରେସ ନେତା ପବନ ଖେରା ତାଙ୍କର ନୂଆ ସ୍ୱପ୍ନ ସମ୍ପର୍କରେ ପ୍ରକାଶ କରିଛନ୍ତି। ଯେଉଁଥିରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ବିରୋଧୀ ଦଳରେ ବସିଥିବାର ଦେଖିବାକୁ ଚାହୁଁଛନ୍ତି। ମୋଦୀଙ୍କୁ ସେହି ପ୍ରକାରର ‘ଅପମାନ’ ଭୋଗିବା ସେ ଦେଖିବାକୁ ଚାହୁଁଛନ୍ତି ଯାହା … Read More