ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଉପରେ ପୁଣି ଭାରତକୁ ଧମକ ଦେଲେ ୟୁନୁସ୍
ଢାକା,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନା ଏବଂ ଅନ୍ୟମାନଙ୍କୁ ଫେରାଇ ଆଣିବା ପାଇଁ ପ୍ରତ୍ୟର୍ପଣ ଚୁକ୍ତି ଅନୁଯାୟୀ ଯଥାସମ୍ଭବ ପ୍ରୟାସ କରୁଛି। ଗୃହ ପରାମର୍ଶଦାତା ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ମହମ୍ମଦ ଜାହାଙ୍ଗୀର ଆଲମ ଚୌଧୁରୀ ବୁଧବାର ଏହି ସୂଚନା ଦେଇଛନ୍ତି। … Read More