ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି
ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ … Read More