ମୋ ବସ୍ ସ୍ପିଡ୍ ରେ ଲାଗିବ ବ୍ରେକ୍; ୪୦ କିମି ବେଗରୁ ଅଧିକ ସ୍ପିଡ୍ରେ ଯିବନି ଗାଡି
ଭୁବନେଶ୍ବର: ବର୍ତ୍ତମାନ ଅନେକ ସମୟରେ ଲଗାତାର ଭାବେ ରାଜଧାନୀ ରାଜ ରାସ୍ତାରେ ମୋ ବସ୍ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା କାରଣରୁ ନିକଟରେ ଏକ ୧୩ ବର୍ଷ ନାବାଳିକାର ଜୀବନ ଯାଇଥିଲା … Read More
