ପଣ୍ଡ ହେଲା ପାକ୍ର ଉଦ୍ୟମ: ୭ ଜଣ ଅନୁପ୍ରବେଶକାରୀ ନିହତ
ଜମ୍ମୁ-କଶ୍ମୀର: ପାକିସ୍ତାନର ଅନୁପ୍ରବେଶକାରୀଙ୍କ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା। ଭାରତୀୟ ସେନା ଏଲଓସିରେ ଥିବା ପୋଷ୍ଟରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କ ଆକ୍ରମଣକୁ ବିଫଳ କରିଛି ବୋଲି ସୂଚନା ରହିଛି। ସୂତ୍ରରୁ ଜାଣିବାକୁ ମିଳିଛି ଯେ ପାକିସ୍ତାନୀମାନେ ଫେବ୍ରୁଆରି ୪-୫ ରାତିରେ ସୀମା … Read More
