୪୮ ଆସନ ସହିତ ଦିଲ୍ଲୀ ଦଖଲ କଲା ବିଜେପି

ନୂଆଦିଲ୍ଲୀ: ଦିଲ୍ଲୀ ଦଖଲ କରିଛି ବିଜେପି। ବହୁବର୍ଷର ପ୍ରତୀକ୍ଷା ପରେ ଦିଲ୍ଲୀରେ ବିଜେପି ସରକାର ଗଢ଼ିବା ଏକପ୍ରକାର ସ୍ଥିର ହୋଇଛି। ଚଳିତ ବିଧାନସଭା ନିର୍ବାଚନରେ ଗେରୁଆ ଦଳକୁ ସ୍ପଷ୍ଟ ବହୁମତ ମିଳିବା ନିଶ୍ଚିତ ହୋଇଛି। ଶନିବାର ଭୋଟ ଗଣତି ଜାରି ରହିଥିବାବେଳେ ଅପରାହ୍ନ … Read More

୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ |  କ୍ରୀଡ଼ା ଓ ଯୁବ ସେବା ବିଭାଗ ତରଫରୁ ଯେଉଁ ପିଲାମାନେ ଭଲ ପ୍ରଦର୍ଶନ … Read More

ଭାରତ-ଇଂଲଣ୍ଡ ମ୍ୟାଚ୍: କଟକରେ ଦୁଇଦିନିଆ ଟ୍ରାଫିକ୍‌ କଟକଣା

କଟକ: ବାରବାଟୀରେ ଆସନ୍ତାକାଲି ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍। କ୍ରିକେଟ ମ୍ୟାଚ ପାଇଁ ଯେପରି କୌଣସି ଟ୍ରାଫିକ୍‌ ସମସ୍ୟା ନହୁଏ ସେଥିପାଇଁ କଟକ ଟ୍ରାଫିକ ପୋଲିସ ପକ୍ଷରୁ ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ଶନିବାର ନେଟ୍‌ ପ୍ରାକ୍ଟିସ୍‌ ପାଇଁ ଦିନ ୧ଟାରୁ ରାତି … Read More

ବଦଳିବ ମୋ ବସ ନାମ, ହେବ ‘ଆମ ବସ’, ବସ୍‌ର ଆଗରେ ଓ ପଛରେ ଲାଗିବ କ୍ୟାମେରା

ଭୁବନେଶ୍ବର: ବଦଳିବ ମୋ ବସ ନାମ । ମୋ ବସ ବଦଳରେ ହେବ ‘ଆମ ବସ’ । ଭୁବନେଶ୍ବର ‌ସମେତ କଟକ, ରାଉରକେଲା, ସମ୍ବଲପୁର, ଖୋର୍ଦ୍ଧା ସହରରେ ପରିଚାଳିତ ହେଉଥିବା ସାଧାରଣ ପରିବହନ ବ୍ୟବସ୍ଥା ‘ମୋ ବସ୍’ର ନାମ ବଦଳିବ । ଏ … Read More

ମହିଳାଙ୍କ ଆକାଉଣ୍ଟକୁ ଆସିଲା ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା … Read More

ଦିଲ୍ଲୀରେ ଖାତା ଖୋଲି ପାରିଲାନି କଂଗ୍ରେସ

ନୂଆଦିଲ୍ଲୀ: ଯେଉଁ ସମୟ, ଯେଉଁ ଫଳାଫଳ, ଯେଉଁ ମୁହୂର୍ତ୍ତକୁ ସମସ୍ତଙ୍କର ଅପେକ୍ଷା ଥିଲା ସେହି ମୁହୂର୍ତ୍ତ ଏବେ ଆସି ସାରିଛି । ଲଗାତାର ଝାଡୁ ମାରି ଦିଲ୍ଲୀରେ ସବୁ ଦଳକୁ ସଫା କରିଦେଉଥିବା ଆପ୍ ଚିତପତାଙ୍ଗ ମାରିଛି । ଆଉ ଦୀର୍ଘ … Read More

ଆପ୍‌ ସମ୍ମାନ ରଖିଲେ ଆତିଶୀ, ୩ ହଜାର ଭୋଟରେ ଜିତିଲେ

ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ଆତିଶୀ। କାଲକାଜି ଆସନରୁ ପ୍ରତିଦ୍ବନ୍ଦ୍ବିତା କରୁଥିବା ଆତିଶୀ ନିକଟତମ ପ୍ରତିଦ୍ବନ୍ଦୀ ତଥା ବିଜେପି ପ୍ରାର୍ଥୀ ରମୋ ବିଧୁରିଙ୍କୁ ପରାଜିତ କରିଛନ୍ତି। ଆପ୍‌ର ବହୁ ହେଭିୱେଟ ନେତା ଚଳିତ ନିର୍ବାଚନରେ ପରାଜୟ ବରଣ … Read More

ଜଙ୍ଗଲରୁ ଉଦ୍ଧାର ହେଲା ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ, ପିନ୍ଧିଛନ୍ତି ସ୍କୁଲ ୟୁନିଫର୍ମ

କାଲିମେଳା : ଜଙ୍ଗଲରୁ ଉଦ୍ଧାର ହେଲା ଦୁଇ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ମାଲକାନଗିରି ଜିଲ୍ଲା ସୀମାନ୍ତ ମୋଟୁ ଥାନା ମାନ୍ୟମକୋଣ୍ଡା ପଞ୍ଚାୟତର ଏମପିଭି-୪୧ ଗାଁରେ ଅଭାବନୀୟ ଘଟଣା ଘଟିଛି । ସ୍କୁଲ ୟୁନିଫର୍ମ ପିନ୍ଧା ଅବସ୍ଥାରେ ଦୁହିଁଙ୍କ ମୃତଦେହ ଉଦ୍ଧାର ହୋଇଛି … Read More

ବିଗିଡିଲା ଭେଟେରାନ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି … Read More

ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗଲା ମାମୁ -ଭଣଜାଙ୍କ ଜୀବନ

କଟକ : ଦୁର୍ଘଟଣା ନେଲା ମାମୁ -ଭଣଜାଙ୍କ ଜୀବନ । ଜଗତପୁର ଶିଖରପୁରକୁ ସଂଯୋଗ କରୁଥିବା ମହାନଦୀ ବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାଇ ଭଉଣୀ ଓ ପାଞ୍ଚ ବର୍ଷର ପୁଅ ବାଇକରେ ଯାଉଥିବାବେଳେ ଏକ ଅଜଣା ଗାଡ଼ି … Read More