ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର
ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ … Read More
