ପାନୀୟ ଜଳ ଯୋଗାଇବେ ସରକାର; ୭୦ରୁ ଅଧିକ ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ୨ଟି ନଳକୂପ

ଭୁବନେଶ୍ବର: ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବେ ରାଜ୍ୟ ସରକାର। ଗାଁ ଗାଁରେ ନଳକୂପ ଦେବେ ବିଜେପି ସରକାର। ଖରାଦିନକୁ ଆଖି ଆଗରେ ରଖି 70 ଜନସଂଖ୍ୟା ଥିବା ଗାଁରେ ଖୋଳାଯିବ ନଳକୂପ । ଯେଉଁ ଗାଁରେ 70ରୁ ଅଧିକ ଜନସଂଖ୍ୟା ଥିବ … Read More

ମାଓବାଦୀଙ୍କୁ ନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି

ମାଲକାନଗିରି: ଧ୍ବଂସ ହେଉଛି ମାଓଗଡ଼। ଗତକାଲି ୩୧ ମାଓବାଦୀଙ୍କ ନିପାତ ପରେ ଆହୁରି ଜୋରଦାର କରାଯାଇଛି ଅପରେସନ। ତେବେ ଏନେଇ ଓଡ଼ିଶା ସୀମାବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଏହି ସୀମାବର୍ତ୍ତୀ ଅଞ୍ଚଳରେ ମୁତୟନ ହୋଇଛନ୍ତି ଅଧିକ ଫୋର୍ସ। ସୀମାନ୍ତ ଅଞ୍ଚଳକୁ … Read More

ପରୀକ୍ଷାର୍ଥୀଙ୍କୁ ମୋଦୀଙ୍କ ଟିପ୍ସ : ନିଜ ସହ କଥା ହୁଅ, ପରୀକ୍ଷା ଜୀବନରେ ସବୁ କିଛି, ତାହା ଭାବିବା ଭୁଲ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚା । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଏମ୍ ମୋଦୀ ପରୀକ୍ଷାର୍ଥୀ ମାନଙ୍କୁ କହିଛନ୍ତି  କେବେ କେବେ ନିଜ ସହ ମଧ୍ୟ କଥା ହେବା ଉଚିତ୍। ଯେଉଁଠି କେହି ନ ଥିବେ ସେଠି ଆପଣ ପହଞ୍ଚନ୍ତୁ , ନେତୃତ୍ଵ … Read More

ବାରବାଟୀରେ ପୂର୍ବ ସରକାର ଖାଲି ନଡ଼ିଆ ବାଡ଼େଇଥିଲେ: କ୍ରୀଡାମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ରହିଛି। ଏନେଇ ବିରୋଧୀ ଏବଂ ଶାସକ ଦଳ ପରସ୍ପର ମୁଣ୍ଡରେ ଅଠା ବୋଳିବାରେ ଲାଗିଛନ୍ତି। ଅଭିଯୋଗର ବାକ୍‌ଯୁଦ୍ଧ ଜାରି ରହିଛି। ଏନେଇ କ୍ରୀଡାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି, ବାରବାଟୀ ଏକ … Read More

FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର)  ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ … Read More

ବାରବାଟୀ ବିଭ୍ରାଟ: କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡ଼ି, ପୂର୍ବ ସରକାରଙ୍କୁ ଦାୟୀ କଲା ବିଜେପି

ଭୁବନେଶ୍ବର: ବାରବାଟୀ ବିଭ୍ରାଟ ନେଇ ବିରୋଧୀ ଦଳ ବିଜେଡ଼ି ଏବଂ ଶାସକ ଦଳ ବିଜେପି ମୁହାଁମୁହିଁ ହୋଇଛନ୍ତି। ବିଜେଡ଼ି ପକ୍ଷରୁ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି। ବିଜେଡ଼ି କହିଛି ଯଦି ନୈତିକତା ଅଛି ତେ‌ବେ କ୍ରୀଡା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନିଜ … Read More

ମହାକୁମ୍ଭରେ ବୁଡ ପକାଇଲେ, ବିଦେଶାଗତ ପକ୍ଷୀଙ୍କୁ ଦାନା ଦେଲେ ମହାମହିମ ରାଷ୍ଟ୍ରପତି

ନୂଆଦିଲ୍ଲୀ: ପ୍ରୟାଗରାଜ ମହାକୁମ୍ଭରେ ବୁଡ ପକାଇଲେ ମହାମହିମ ରାଷ୍ଟ୍ରପତି । ପ୍ରଥମ ମହିଳା ରାଷ୍ଟ୍ରପତି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବୁଡ ପକାଇବା ସହ ସୂର୍ଯ୍ୟ ଦେବତାଙ୍କୁ ଅର୍ଘ୍ୟ ପ୍ରଦାନ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ମହାମହିମ ନୌବିହାର କରିଥିଲେ। … Read More

କାହିଁକି ଗଲା ଲାଇଟ୍?, ଓସିଏକୁ ୧୦ ଦିନ ଭିତରେ ଉତ୍ତର ମାଗିଲେ ମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଲାଇଟ ବନ୍ଦ ହେବା ପ୍ରସଙ୍ଗକୁ ନେଇ ଏବେ ଓସିଏକୁ ଜାରି ହେଲା କାରଣ ଦର୍ଶାଅ ନୋଟିସ୍ । କାହିଁକି ଲାଇଟ ବନ୍ଦ ହେଲା?, ଏନେଇ ସୋ କଜ୍ ନୋଟିସ୍ ଜାରି କରିଛି କ୍ରୀଡା ବିଭାଗ । ଏଭଳି … Read More

ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍‌; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍‌

ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍‌ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍‌ । ହୋଟେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍‌ । ୧୨ରେ ଅହମ୍ମଦାବାଦରେ … Read More

ଓଡିଶା ପୁରୁଷ ରିଲେ ଦଳ ନୂଆ ଜାତୀୟ କ୍ରୀଡା ରେକର୍ଡ ସହ ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ବର: ଉତ୍ତରାଖଣ୍ଡରେ ୩୮ତମ ଜାତୀୟ କ୍ରୀଡାରେ ଗତ ରବିବାର ଦିନ ଓଡିଶା ପୁରୁଷ ରିଲେ ଦଳ ନୂଆ ଜାତୀୟ କ୍ରୀଡା ରେକର୍ଡ ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଲାଲୁ ପ୍ରସାଦ ଭୋଇ, ଡିଏମ୍ ଜୟରାମ, ଅନିମେଶ କୁଜୁର ଓ … Read More