ଏଲ୍ଓସି ନିକଟରେ IED ବ୍ଲାଷ୍ଟ, ଦୁଇ ଯବାନ ସହିଦ
ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରର ଅଖନୁରରେ ମଙ୍ଗଳବାର ଏକ ଆତଙ୍କବାଦୀ ଆକ୍ରମଣରେ ସେନାର ଦୁଇ ଯବାନ ସହିଦ ହୋଇଛନ୍ତି । ଏଲ୍ଓସି ନିକଟରେ ଅଖୁନର ସେକ୍ଟରରେ ହୋଇଥିବା ଆଇଇଡି ବିସ୍ଫୋରଣରେ ତିନି ଜଣ ଯବାନ ଆହତ ହୋଇଥିଲେ । ହସ୍ପିଟାଲରେ ଚିକିତ୍ସିତ ହେବା … Read More
