୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ
ପୁରୀ : ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ … Read More
