ଆଖି ବୁଜିଲେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ: ୮୫ ବର୍ଷ ବୟସରେ ଦେହାନ୍ତ
ଲକ୍ଷ୍ନୌ: ଆଉ ନାହାନ୍ତି ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ । ୮୫ ବର୍ଷ ବୟସରେ ପୂଜକ ସତୈନ୍ଦ୍ର ଦାସଙ୍କ ପରଲୋକ । ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତୈନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା । … Read More
