‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ, ମତ୍ସ୍ୟ ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂ ବାଘେଲ ଆଜି ନୂଆଦିଲ୍ଲୀରେ ‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟକୁ ଉନ୍ମୋଚନ କରିଛନ୍ତି। ଢାଞ୍ଚା, ପରିଚାଳନା, … Read More

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା … Read More

କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ – ଜୟନାରାୟଣ

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ଜୟନାରାୟଣ କହିଛନ୍ତି, କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ। ସେ ଆହୁରି କହିଛନ୍ତି କାଳେ ସବୁ ଭାଜପା … Read More

ସୁରଙ୍କ ଉପରୁ ଉଠିବ ନିଲମ୍ବନ!

ଭୁବନେଶ୍ୱର,୧୩।୨: କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ ଏବେ ଚର୍ଚ୍ଚାକୁ ଆସିଛନ୍ତି। କୁହାଯାଉଛି ଭକ୍ତ ଚରଣ ଦାସ କଂଗ୍ରେସର ନୂଆ ପିସିସି ସଭାପତି ନିଯୁକ୍ତ ହେବା ପରେ ସୁରଙ୍କ ଉପରୁ ନିଲମ୍ବନ ଆଦେଶ ଉଠିପାରେ । ଏହାକୁ ନେଇ ସୁର ତାଙ୍କ … Read More

ଟିଟିଆଇର ଆଧୁନିକୀକରଣ କଲା ଓମ୍ବାଡସି, ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର

ବାରିପଦା: ଦେଶ ବିଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ପାଇଁ ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ରହିଛି। ଏଥିପାଇଁ ଓଡ଼ିଶାର ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବା ଲାଗି ବିଭିନ୍ନ ଆଇଟିଆଇ ଏବଂ ପଲିଟେକନିକ୍ କଲେଜର ଆଧୁନିକୀକରଣ ଓ ଭିତ୍ତିଭୂମି ସଦୃଢ଼ ଉପରେ ବିଶେଷ ଗୁରୁତ୍ୱ … Read More

ଅସ୍ତ୍ର ପରିତ୍ୟାଗ କଲେ ୧୯ ନକ୍ସଲ, ପୁଲିସ ଆଗରେ କଲେ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରଦ୍ରୀ କୋଥାଗୁଡେମ୍ ଜିଲ୍ଲା ପୁଲିସ୍ ଏବଂ ୮୧ ଏବଂ ୧୪୧ ସିଆରପିଏଫ ଅଧିକାରୀଙ୍କ ସମ୍ମୁଖରେ ୧୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆଦିବାସୀଙ୍କ ବିକାଶ ତଥା କଲ୍ୟାଣ ପାଇଁ ଚାଲିଥିବା କାର୍ଯ୍ୟକ୍ରମ ତଥା ଅପରେସନ ଜୋରଦାର କରାଯାଉଥିବାରୁ … Read More

ହର୍ଷବର୍ଦ୍ଧନ ବସନ୍ତରାଓ ସପକାଲ ହେଲେ ମହାରାଷ୍ଟ୍ର କଂଗ୍ରେସର ନୂତନ ସଭାପତି

ନୂଆଦିଲ୍ଲୀ: କଂଗ୍ରେସ ମହାରାଷ୍ଟ୍ରରେ ଏକ ବଡ଼ ପରିବର୍ତ୍ତନ କରିଛି। ଗୁରୁବାର ଦିନ ଦଳ ନାନା ପାଟୋଲେଙ୍କ ସ୍ଥାନରେ ହର୍ଷବର୍ଦ୍ଧନ ବସନ୍ତରାଓ ସପକାଲଙ୍କୁ ନୂତନ ସଭାପତି ଭାବରେ ନିଯୁକ୍ତ କରିଛି। ବିଧାନସଭା ନିର୍ବାଚନରେ ​​ଶୋଚନୀୟ ପରାଜୟ ପରେ ନାନା ପାଟୋଲେ ସଭାପତି ପଦରୁ … Read More

ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ: ଲାଲୁ

ପାଟନା,୧୩।୨: ରାଷ୍ଟ୍ରୀୟ ଜନତା ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ମୁଁ ବଞ୍ଚିଥିବା ପର୍ଯ୍ୟନ୍ତ ବିହାରରେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ଲାଲୁ କହିଛନ୍ତି। ଦିଲ୍ଲୀରେ ଅରବିନ୍ଦ କେଜ୍‌ରିୱାଲଙ୍କ ସରକାରଙ୍କର ପରାଜୟ … Read More

ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିବେ ମୋଦି, ୨ ନେତାଙ୍କ ମଧ୍ୟରେ ଆଲୋଚନା ହେବ ଏହି ୧୭ ପ୍ରସଙ୍ଗ

ୱାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଅଛନ୍ତି। ଏହି ସମୟରେ ଆଜି ବିଳମ୍ବିତ ରାତିରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ହେବ। ଏହି ବୈଠକ ଭାରତୀୟ ସମୟ ଅନୁସାରେ ରାତି ୨:୩୦ରେ ହ୍‌ବାଇଟ … Read More

ମୋଦି ଆମେରିକା ଗସ୍ତରେ ଥିବାବେଳେ ଭାରତୀୟଙ୍କୁ ବଡ଼ ଝଟକା ଦେଲେ ଟ୍ରମ୍ପ, ନେଲେ ବଡ଼ ନିଷ୍ପତ୍ତି

ୱାଶିଂଟନ, ୧୩।୨: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବା ପାଇଁ ଦୁଇ ଦିନିଆ ଗସ୍ତରେ ୱାଶିଂଟନରେ ପହଞ୍ଚିଛନ୍ତି। ଏସବୁ ମଧ୍ୟରେ ଆମେରିକାରେ ରହୁଥିବା ଅବୈଧ ଭାରତୀୟ ପ୍ରବାସୀଙ୍କୁ ନେଇ ଏକ ବଡ଼ … Read More