ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା: ୩ ବର୍ଷ ପରେ ପୁଣି ଖୋଲା ହେବ ଫାଇଲ
ଝାରସୁଗୁଡ଼ା: ବହୁଚର୍ଚ୍ଚିତ ସ୍ବର୍ଗତ ନବ ଦାସଙ୍କ ରୋଷେୟା ଲଲିତ ସାହୁଙ୍କ ମୃତ୍ୟୁ ମାମଲା କଡ଼ ଲେଉଟାଇଛି। ଲଲିତଙ୍କ ବାପା ବେଲାଲସେନ ସାହୁ ନ୍ୟାୟ ଦାବି କରି ପୁଲିସ୍କୁ ଚିଠି ଲେଖିବା ପରେ ଝାରସୁଗୁଡ଼ା ପୁଲିସ୍ ପୁନଃ ତଦନ୍ତ ଆରମ୍ଭ କରିଥିବା ନେଇ … Read More