କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

ଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, ଭାରତରେ ପାକିସ୍ତାନ … Read More

କେବଳ ଅସମର୍ଥ ମାତାପିତାଙ୍କୁ ଭରଣପୋଷଣ ଦେବେ ପୁଅଝିଅ: ହାଇକୋର୍ଟ

କଟକ: ବାପାଙ୍କୁ ଭରଣପୋଷଣ ଦେବା ପାଇଁ ପୁଅକୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ରାୟ ଶୁଣାଇଛନ୍ତି ଯେ, ମାତାପିତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ କଲ୍ୟାଣ ଆଇନ, ୨୦୦୭ ଅନୁସାରେ, କେବଳ ଜଣେ ବରିଷ୍ଠ ନାଗରିକ ହୋଇଗଲେ … Read More

ଫେବୃଆରୀ ୧୭ ଏବଂ ୨୪ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ।  ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବାରୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ … Read More

କାହିଁକି ଅମୃତସର ବିମାନ ବନ୍ଦରରେ ଅବତରଣ କରୁଛି ନିର୍ବାସିତ ଭାରତୀୟଙ୍କୁ ନେଇ ଆସୁଥିବା ବିମାନ

ଆମେରିକାରୁ ଭାରତୀୟ ନିର୍ବାସିତଙ୍କ ବିମାନକୁ ପୁଣି ଥରେ ଅମୃତସରରେ ଅବତରଣ କରି କେନ୍ଦ୍ର ସରକାର ରାଜ୍ୟକୁ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂହ ମାନ ଅଭିଯୋଗ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଆର୍ ପି ସିଂହ … Read More

‘ବିଜେଡି ନେତା ନ ଚଳାଇଲେ ଧ୍ବଂସ ହୋଇଯିବ ବିଜେଡି’

ଭୁବନେଶ୍ବର: ଲୋକଙ୍କ ପାଇଁ କାମ କରିବାକୁ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଲି । ଅନେକ ପ୍ରତିଶ୍ରୁତି ଦେଇ ଦଳରେ ସାମିଲ କରାଯାଇଥିଲା । ହେଲେ ଏବେ ଯଦି ତାହା ପୂରଣ ନହେଉଛି, ତେବେ ଦଳରେ କାହିଁକି ରହିବ ? ବିଜେଡିକୁ … Read More

୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ … Read More

କେରଳ ନର୍ସିଂ କଲେଜରେ ରାଗିଂ ଘଟଣା: ଗିରଫ ୫ ବରିଷ୍ଠ ଛାତ୍ର ବହିଷ୍କୃତ

ତିରୁଅନନ୍ତପୁରମ: କେରଳର କୋଟ୍ଟାୟାମସ୍ଥିତ ସରକାରୀ ନର୍ସିଂ କଲେଜରେ ଘଟିଥିବା ରାଗିଂ ଘଟଣା ବର୍ତ୍ତମାନ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି। ପୁଲିସ ଏହି ଘଟଣାରେ ବୁଧବାର ୫ ଜଣ ସିନିୟର (ତୃତୀୟ ବର୍ଷ) ଛାତ୍ରଙ୍କୁ ଗିରଫ କରିଥିବାବେଳେ କଲେଜ କର୍ତ୍ତୃପକ୍ଷ ଗୁରୁବାର ସେମାନଙ୍କୁ … Read More

ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ

ଭୁବନେଶ୍ଵର: ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଲା ନୂଆ ଅକ୍ଷୟ ଦଣ୍ଡ । ନୀଳଚକ୍ରରେ ନୂଆ ଅକ୍ଷୟ ଦଣ୍ଡ ଲଗାଇଛନ୍ତି ଚୂନରା ସେବାୟତ । ୧୭ ଫୁଟିଆ ନୂତନ ଅକ୍ଷୟ ଦଣ୍ଡ ସ୍ଥାପନ କରାଯାଇଛି । ସୂଚନାଯୋଗ୍ୟ, ଗତକାଲି ନୀଳଚକ୍ର ବାନାକୁ ଧାରଣ କରୁଥିବା ଅକ୍ଷୟ … Read More

ସାତକୋଶିଆ ଗଣ୍ଡ ନିଷିଦ୍ଧାଞ୍ଚଳରେ ଉଡିଲା ହେଲିକପ୍ଟର

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡ ଉପରେ ଉଡ଼ିଛି ଏକ ହେଲିକପ୍ଟର । ନିଷିଦ୍ଧାଞ୍ଚଳ ସତ୍ତ୍ୱେ କିଏ ଓ କାହିଁକି ଗଣ୍ଡ ଉପରେ ହେଲିକପ୍ଟର ଉଡ଼ାଇଲା ତାହା ପ୍ରଶ୍ନବାଚୀ ସୃଷ୍ଟି କରିଛି । ଗୁରୁବାର ଅପରାହ୍ନ ୨ଟାରେ ଏହି ହେଲିକପ୍ଟରଟି … Read More

ପାଣ୍ଡିଆନଙ୍କ କଥାରେ ଗୃହକୁ ଅଚଳ କରୁଛି ବିଜେଡି: ଜୟନାରାୟଣ

ଭୁବନେଶ୍ଵର: ଦଳରେ ନାହାଁନ୍ତି କିନ୍ତୁ ବିଧାନସଭାରେ ଚାଲୁଛି ପାଣ୍ଡିଆନ୍ ରାଜ୍ । ବିଧାନସଭାରେ ପାଣ୍ଡିଆନଙ୍କ ଉପସ୍ଥିତିକୁ ନେଇ ପ୍ରମାଣ ଦେଲେ ଜୟନାରାୟଣ । କହିଲେ ଏବେ ବି ବିଜେଡିରେ ଚାଲିଛି ପାଣ୍ଡିଆନଙ୍କ ରାଜ । ପାଣ୍ଡିଆନଙ୍କ କଥାରେ ଗୃହକୁ ଅଚଳ କରୁଛି … Read More