ମାରଣାସ୍ତ୍ର ଦେଖାଇ ପିଇଓଙ୍କଠାରୁ ୮ ଲକ୍ଷରୁ ଊର୍ଦ୍ଧ୍ୱ ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଲୁଟ୍‌

କୋରାପୁଟ: କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ବିସିଂହପୁର ଥାନା ଅଞ୍ଚଳରେ ଆଜି ଦିନ ଦିପହରରେ ଜଣେ ପିଇଓଙ୍କଠାରୁ ୮ ଲକ୍ଷ ୫୯ ହଜାର ୩୦୦ ଟଙ୍କା ଲୁଟ୍ ହୋଇଯାଇଥିବା ଅଭିଯୋଗ ହୋଇଛି। ବିସିଂହପୁର ଥାନା ପୁଲିସ ଘଟଣାର ତଦନ୍ତ କରୁଛି। ଅଭିଯୋଗ … Read More

ଅନୁପ୍ରବେଶ ଅପେକ୍ଷାରେ ୧୫୦ ଆତଙ୍କବାଦୀ, ଜାମ୍ମୁ-କାଶ୍ମୀରରେ ସୁରକ୍ଷା ବାହିନୀକୁ ହାଇ-ଆଲର୍ଟ

ନୂଆଦିଲ୍ଲୀ: ଭାରତ ସୀମା ମଧ୍ୟକୁ ଅନୁପ୍ରବେଶ କରିବା ଲାଗି ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ୧୫୦ରୁ ଅଧିକ ପ୍ରଶିକ୍ଷଣପ୍ରାପ୍ତ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ପିଓକେର ନୀଲମ ଭ୍ୟାଲିର ୬ଟି ଲଞ୍ଚ ପ୍ୟାଡ୍‌ରେ ଆତଙ୍କବାଦୀମାନେ ସଜାଗ ରହିଛନ୍ତି। ପିଓକେରେ କାଶ୍ମୀର ଏକତା ଦିବସ … Read More

ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର

ପୁରୀ: ସାର୍ବଜନୀନ ହେବ ରତ୍ନଭଣ୍ଡାର ଅଳଙ୍କାର। ରତ୍ନ ଭଣ୍ଡାରରେ କେତେ ଅଳଙ୍କାର ଅଛି , ତାହା ସାର୍ବଜନୀନ  କରିବେ ସରକାର। ଏ ନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଗଣତି ମଣତି ହେବା … Read More

ବନ୍ଦ ଘର ଭିତରୁ ଗୋଟିଏ ପରିବାରର ତିନି ମୃତ ଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଢେଙ୍କାନାଳ : ବନ୍ଦ ଘର ଭିତରୁ ଗୋଟିଏ ପରିବାରର ତିନି ମୃତଦେହ ଉଦ୍ଧାର । ବେକରେ ଲଗାଇ ଏକା ସଙ୍ଗେ ଝୁଲିପଡିଲେ ପରିବାରର ବାପା ଓ ୪୦ ବର୍ଷୀୟ ଝିଅ ଓ ୧୬ ବର୍ଷୀୟ ନାତି । ଢେଙ୍କାନାଳ ସଦର ଥାନା … Read More

ମାର୍ଚ୍ଚ ୧୯ରେ ମହାକାଶରୁ ଫେରିବେ ସୁନିତା

ଫ୍ଲୋରିଡା : ଦୀର୍ଘ ଆଠ ମାସ ଧରି ଆଇଏସ୍‌ଏସ୍‌ରେ ରହିବା ପରେ ନାସା ମହାକାଶଚାରୀ ସୁନିତା ୱିଲିୟମ୍‌ସ ମାର୍ଚ୍ଚ ୧୯ରେ ପୃଥିବୀ ପୃଷ୍ଠକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି। ସୁନିତା ଓ ସାଥୀ ମହାକାଶଚାରୀ ବୁଚ୍‌ ୱିଲମୋରଙ୍କୁ ଫେରାଇ ଆଣିବାକୁ ମାର୍ଚ୍ଚ … Read More

ବନ୍ଧମୁଣ୍ଡା ଗୁଳିକାଣ୍ଡ ଘଟଣାରେ ୫ ଅଟକ, ଘଟଣାସ୍ଥଳରୁ ଖୋକା ଜବତ

ରାଉରକେଲା : ବନ୍ଧମୁଣ୍ଡା ଗୁଳିକାଣ୍ଡ ଘଟଣାରେ ୫ ଜଣ ଅଟକ ହୋଇଛନ୍ତି । ଦୁଇ ଗୋଷ୍ଠୀ ବିବାଦ ମଧ୍ୟରେ ଗୁଳିମାଡ଼ ଘଟଣାରେ ପାଞ୍ଚ ଜଣଙ୍କୁ ଅଟକ ରଖି ତଦନ୍ତ କରୁଛି ବନ୍ଧମୁଣ୍ଡା ଥାନା ପୋଲିସ । ଗତକାଲି ସନ୍ଧ୍ୟାରେ ରାଉରକେଲା ବନ୍ଧମୁଣ୍ଡା ଥାନା … Read More

ଅନ୍ଧାରରେ ୩୧ ହଜାରରୁ ଅଧିକ ଅଙ୍ଗନବାଡି

ଭୁବନେଶ୍ବର: ପିଲାଟିର ଶିକ୍ଷାର ଏନ୍ତୁଡିଶାଳ ଅଙ୍ଗନବାଡି । ହେଲେ ଆଜି ବି ବିଭିନ୍ନ ଜିଲ୍ଲାରେ ଅବହେଳିତ ଭାବରେ ଅଙ୍ଗନବାଡି ଶିକ୍ଷା ଗ୍ରହଣ କରୁଛନ୍ତି କୁନି କୁନି ଛାତ୍ରଛାତ୍ରୀ । ଆଜି ବି ରାଜ୍ୟରେ ୩୧ ହଜାରରୁ ଅଧିକ ଅଙ୍ଗନବାଡି ଅନ୍ଧାରରେ ରହିଛି … Read More

ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ, କାମଧେନୁ ଯୋଜନାରେ ଚାଷୀମାନଙ୍କୁ ଗାଈ ପ୍ରଦାନ

ଭୁବନେଶ୍ୱର : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ଵର ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡିଆରେ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ-୨୦୨୫ ଉଦ୍ଘାଟିତ ହୋଇଯାଇଛି । ଏହି ସମାବେଶରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଚାଷୀମାନଙ୍କୁ ଗାଈ ପ୍ରଦାନ କରାଯାଇଥିଲା ।  … Read More

‘ଭାରତ ସରକାରଙ୍କ ନୀତିରେ ପ୍ରତିଫଳିତ ବୁଦ୍ଧଙ୍କ ପ୍ରତି ଶ୍ରଦ୍ଧା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଇଲ୍ୟାଣ୍ଡରେ ଆୟୋଜିତ ସମ୍ୱାଦ କାର୍ଯ୍ୟକ୍ରମରେ ଭିଡିଓ ବାର୍ତ୍ତା ଜରିଆରେ ନିଜର ବକ୍ତବ୍ୟ ପ୍ରଦାନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି, ଥାଇଲ୍ୟାଣ୍ଡରେ ସମ୍ୱାଦର ସଂସ୍କରଣରେ ଯୋଗଦେବା ତାଙ୍କ ପାଇଁ ସମ୍ମାନର ବିଷୟ। ଏହି କାର୍ଯ୍ୟକ୍ରମକୁ ସମ୍ଭବ … Read More

କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟଙ୍କ ଘର ବାହୁଡା

ଭୁବନେଶ୍ଵର: ୭ ମାସ ପରେ କଂଗ୍ରେସକୁ ମିଳିଛି ନୂଆ ମଙ୍ଗୁଆଳ । ଆଉ ଏଥିପାଇଁ ବେଶ ଉତ୍ସାହିତ ଅଛନ୍ତି କଂଗ୍ରେସର ନେତା ଓ କର୍ମୀମାନେ । ସମସ୍ତଙ୍କ ମନରେ ଏକ ପ୍ରକାର ନୂଆ ଜୋସ ଭରିଯାଇଛି କଂଗ୍ରେସକୁ ସଶକ୍ତ କରିବାକୁ । … Read More