୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର … Read More