ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା: ସତର୍କ ସୂଚନା ଜାରି
ଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି। ଗତ ଦୁଇ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା … Read More
