ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ … Read More
