ଟ୍ରମ୍ପଙ୍କ ଧମକ : ଭାରତୀୟ ସେୟାର ବଜାର ଦୋହଲିଲା

ୱାସିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ବୋମା ଏବେ ଭାରତୀୟ ସେୟାର ବଜାରକୁ ବି ଦୋହଲାଇ ଦେଇଛି । ପୁଣିଥରେ ଟ୍ରମ୍ପ ତିନୋଟି ବଡ ସେକ୍ଟରକୁ ଧମକ ଦେଇଛନ୍ତି । ଅଟୋମୋବାଇଲ, ସେମିକଣ୍ଡକ୍ଟର ଓ ଫାର୍ମ ସେକ୍ଟର ଉପରେ ୨୫ … Read More

ମୁଦା ଦୁର୍ନୀତି: ସିଦ୍ଦରମୈୟାଙ୍କ ବିରୋଧରେ ପ୍ରମାଣ ପାଇଲେନି ଲୋକାୟୁକ୍ତ

ବେଙ୍ଗାଲୁରୁ : କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ମହୀଶୂର ଅର୍ବାନ ଡେଭଲପମେଣ୍ଟ ଅଥୋରିଟୀ (ମୁଦା) ଜମି ଦୁର୍ନୀତି ମାମଲାରେ ତାଙ୍କ ବିରୋଧରେ ତଦନ୍ତ କରିବା ପାଇଁ ପ୍ରମାଣ ନାହିଁ ବୋଲି କହିଛନ୍ତି ଲୋକାୟୁକ୍ତ। ଏହା ସହିତ ଲୋକାୟୁକ୍ତ କହିଛନ୍ତି ଯେ ସିଦ୍ଦରମୈୟାଙ୍କ … Read More

ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ … Read More

ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଲେ ସେନାମୁଖ୍ୟ – ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ

ନୂଆଦିଲ୍ଲୀ,୧୯।୨: ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତ-ଚୀନ ସୀମା ବିବାଦ ଏବଂ ଦେଶ ଭିତରେ ସେନାକୁ ନେଇ ଚାଲିଥିବା ରାଜନୀତି ଉପରେ ଏକ ବିବୃତ୍ତି ଦେଇଛନ୍ତି। ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେବା ସମୟରେ ସେ କହିଥିଲେ … Read More

ସୁରକ୍ଷା ଦିଗରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ସୋସିଆଲ ମିଡ଼ିଆ ପ୍ଳାର୍ଟଫର୍ମକୁ ଦେଲେ ଏପରି ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯।୨: ସାଇବର ଠକେଇକୁ ରୋକିବା ପାଇଁ, କେନ୍ଦ୍ର ସରକାର ଫେସବୁକ୍, ଇନଷ୍ଟାଗ୍ରାମ୍ ଏବଂ ଏକ୍ସ ସମେତ ଅନ୍ୟାନ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ନୋଟିସ କରିଛନ୍ତି କେନ୍ଦ୍ର ସରକାର। ଯେଉଁଥିରେ ସେମାନଙ୍କୁ ଏପରି ଆପ୍ଲିକେସନ୍ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ଯାହା ବ୍ୟବହାରକାରୀମାନଙ୍କୁ ସେମାନଙ୍କର କଲର୍ … Read More

ମେସିନ ଦ୍ବାରା ସଫା ହେଉଛି ତ୍ରିବେଣୀ ସଙ୍ଗମ ଜଳ

ପ୍ରୟାଗରାଜ: ମହାକୁମ୍ଭକୁ ପ୍ରତିଦିନ କୋଟି କୋଟି ଭକ୍ତ ବୁଡ଼ ପକାଇବାକୁ ପହଞ୍ଚୁଛନ୍ତି। ଏଥିପାଇଁ ତ୍ରିବେଣୀ ସଙ୍ଗମରେ ପୂଜା ପାଇଁ ବ୍ୟବହୃତ ନଡ଼ିଆ, ଫୁଲ ଇତ୍ୟାଦି ପୂଜା ସାମଗ୍ରୀ ପଡ଼ି ରହୁଛି। ପ୍ରତିଦିନ ଆସୁଥିବ ଭକ୍ତଙ୍କୁ ନିର୍ମାଳ ପାଣି ଦେବା ପାଇଁ ୟୁପି … Read More

ଜେଲ ପରିସର‌ରେ କଏଦୀମାନଙ୍କ ସଙ୍ଗମ ବୁଡ଼ !

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ଆୟୋଜନ କରାଯାଇଛି। ଏହା ଜାନୁଆରି ୧୩ରୁ ଫେବୃଆରି ୨୬ ପର୍ଯ୍ୟନ୍ତ ଚାଲିବ। ଏହି ସଂଗମରେ ଏପର୍ଯ୍ୟନ୍ତ କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ବୁଡ଼ ପକାଇ ସାରିଛନ୍ତି। ବିଶ୍ୱାସ ଏକ ବ୍ୟକ୍ତିଗତ ବିଷୟ । ତେଣୁ … Read More

୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ … Read More

ରାଉରକେଲାରେ ନକିଲ ଓମଫେ୍‌ଡ ଘିଅ-ଦୁଗ୍ଧ: ପୁଲିସ ଟିମ୍‌ ପକ୍ଷରୁ ଗୋଦାମ ଓ ଦୋକାନ ଚଢ଼ଉ

ରାଉରକେଲା: ସହରରେ ନାମିଦାମୀ ବ୍ରାଣ୍ଡର ଲୋଗ ମାରି ଅବାଧରେ ବିକ୍ରି ଚାଲିଛି ବିଭିନ୍ନ ନକଲି ଖାଦ୍ୟ ପଦାର୍ଥ। ବିଗତ ଦିନରେ ନକଲି ତେଲ, ସସ୍‌, ରୋଷେଇ ମସଲା, ମୋବିଲ୍‌, କସ୍‌ମେଟିକ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପୁଲିସ ଓ ସ୍ବାସ୍ଥ୍ୟବିଭାଗ ଟିମ୍‌ ଜବତ … Read More

ମିସନ ଶକ୍ତିକୁ ଭାଙ୍ଗିବାକୁ ଚାହୁଁଛନ୍ତି ସରକାର: ବିଜେଡ଼ି

ଭୁବନେଶ୍ବର: ମିସନ ଶକ୍ତିକୁ ସରକାର ଭାଙ୍ଗିବାକୁ ଚାହୁଁଛନ୍ତି ବୋଲି ବିରୋଧୀ ଦଳ ବିଜେଡ଼ି ପକ୍ଷରୁ ଶାସକ ଦଳ ବିରୋଧରେ ଅଭିଯୋଗ ଅଣାଯାଇଛି। ମିସନ ଶକ୍ତି ମହିଳାଙ୍କୁ ଭ୍ରମିତ କରାଯାଉଛି ବୋଲି ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ କହିଛନ୍ତି। ମିସନ ଶକ୍ତି … Read More