ପାକିସ୍ତାନକୁ ୬ ୱିକେଟରେ ହରାଇଲା ଭାରତ
ଦୁବାଇ : ମିନି ବିଶ୍ୱକପ୍ କୁହାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସବୁଠୁ ବଡ଼ ତଥା ହାଇଭୋଲଟେଜ ମ୍ୟାଚ୍ରେ ଦମ୍ଦାର ବିଜୟ ହାସଲ କରିଛି ଭାରତ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସବୁଠୁ ବଡ଼ ତଥା ହାଇଭୋଲଟେଜ ଭାରତ ଓ … Read More