ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ପୁରୀ: ରାତି ପାହିଲେ ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ ଅନୁଷ୍ଠିତ ହେବାକୁ ଯାଉଛି । ସେନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହିତ ଗହଳୀକୁ ନଜରେ ରଖି ଆବଶ୍ୟକ ପଦକ୍ଷେପ ନିଆଯାଇଛି … Read More

ଋଷିକୂଲ୍ୟା ବେଳାଭୂମିରେ ଗଣ ଅଣ୍ଡାଦାନ, ଅଲିଭ ରିଡଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ

ଛତ୍ରପୁର : ଆରମ୍ଭ ହୋଇଯାଇଛି ଅଲିଭ ରିଡଲେଙ୍କ ଅଣ୍ଡାଦାନ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣ ଗପୋଡ଼ମପେଟା ଗାଁଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡେଲ କଇଁଛ ଅଣ୍ଡାଦାନ ପାଇଁ ଆସୁଥିବା ଦେଖିବାକୁ ମିଳୁଛି । ହଜାର … Read More

୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଫେରସ୍ତ ହେବ ସୁଧ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା । ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ବ୍ୟାଙ୍କ ଋଣ ଉପରେ ଫେରସ୍ତ ହେବ ସୁଧ । ୨୦୨୪-୨୫ ଆର୍ଥିକ ବର୍ଷରେ ୩ ଲକ୍ଷରୁ ଅଧିକ ସ୍ୱୟଂ ସହାୟକଙ୍କ ୩୦୦କୋଟିର … Read More