୧୨୦୦ କୋଟି ଠକେଇର ମାଷ୍ଟରମାଇଣ୍ଡ ଗିରଫ

ସମ୍ବଲପୁର: ୧୨୦୦ କୋଟି ଠକେଇର ମାଷ୍ଟରମାଇଣ୍ଡ ଗିରଫ। ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ଆଚାର୍ଯ୍ୟକୁ ଗିରଫ କଲା ଧନୁପାଲି ଥାନା ପୋଲିସ। ସନ୍ତୋଷକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଅଧିକ ସୁଧ ଲୋଭ ଦେଖାଇ ୧୨୦୦ କୋଟି ଟଙ୍କା ଠକେଇ କରିଥିଲା … Read More

ୟୁନିଟ୍‌ ପିଛା ୨୦ ପଇସା ବୃଦ୍ଧି ପ୍ରସ୍ତାବ: ଶୁଣାଣି ବେଳେ ଦାବି ରଖିଲା ଟିପିଏନ୍‌ଓଡିଏଲ୍‌

ଭୁବନେଶ୍ବର: ଖୁଚୁରା ବିଦ୍ୟୁତ୍‌ ମୂଲ୍ୟ ୟୁନିଟ୍‌ ପିଛା ୨୦ ପଇସା ବଢ଼ାଇବାକୁ ପ୍ରସ୍ତାବ ଦେଇଛି ଟାଟା ଉତ୍ତର ଓଡିଶା ବିଦ୍ୟୁତ୍‌ ବିତରଣ କମ୍ପାନି(ଟିପିଏନ୍‌ଓଡିଏଲ୍‌)। ଆଜି ଓଇଆର୍‌ସିରେ ଏହି ପ୍ରସ୍ତାବର ଶୁଣାଣି ହୋଇଥିଲା। ୨୨ ଜଣ ଅଭିଯୋଗକାରୀ ଏହି ପ୍ରସ୍ତାବକୁ ବିରୋଧ କରିଛନ୍ତି। … Read More

ଚୋରି କରିବାକୁ ଆସି କୂଅରେ ପଡିଗଲା ଚୋର, ରାତି ସାରା ଛଟପଟ

କେନ୍ଦୁଝର: ଚୋରି କରିବାକୁ ଆସି ଚୋର ହଟହଟା ।  ଛେଳି କଣ ଚୋରି କରିବ ନିଜେ କୂଅରେ ପଡିଗଲା ଚୋର । ରାତି ସାରା କୂଅ ଭିତରେ ପଡି ଛଟପଟ ହେଲା । ସକାଳୁ ଗାଁ ଲୋକେ କୂଅ ଭିତରେ ଚୋର ପଡିଥିବା … Read More

ଅଠର ନଳା ଉପରୁ ଡେଇଁ ଯୁବକ ମୃତ

ପୁରୀ : ଅଠର ନଳା ଉପରୁ ଡେଇଁ ଚାଲିଗଲା ଯୁବକଙ୍କ ଜୀବନ। ମଙ୍ଗଳବାର ଯୁବକ ଜଣକ ଅଠର ନଳା ଉପରୁ ଡେଇଁ ପଡିବା ପରେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ମେଡିକାଲ୍‌ ପଠାଇଥିଲେ । … Read More

ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୂଭୁତ

ଓଡ଼ିଶାରେ ମୃଦୁ ଭୂକମ୍ପ ଝଟକା । ସକାଳ ୬ଟା୧୦ମିନିଟରେ ଭୂମିକମ୍ପ ଅନୂଭୁତ ହୋଇଛି । ବଙ୍ଗୋପସାଗରେ ଭୂକମ୍ପର କେନ୍ଦ୍ରସ୍ଥଳର ରହିଥିବାବେଳେ ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୧ ରହିଛି । ଭୂକମ୍ପ ଝଟକାରେ ଥରିଲା ରାଜଧାନୀ ଭୁବନେଶ୍ବର । ୨ରୁ ୩ … Read More

ଧାରିପୋଲ ନିକଟରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ରୂପସା: ବାଲେଶ୍ବର ଜିଲ୍ଲା ରୂପସା ଥାନା ଅନ୍ତର୍ଗତ ମିରିଗିମୁଣ୍ଡି ଛକ ନିକଟ ୬୦ ନମ୍ବର ଜାତୀୟ ରାଜପଥ ଧାରିପୋଲ ନିକଟରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏକ ବ୍ୟାଗ ଭିତରୁ ମିଳିଛି ନବଜାତ ଶିଶୁ। ତେବେ କିଏ ଶିଶୁଟିକୁ ଛାଡ଼ି … Read More

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଶୈବପୀଠ: ଲୋକନାଥ, ଲିଙ୍ଗରାଜ ଓ ଆରଡ଼ିରେ ବ୍ୟାପକ ପ୍ରସ୍ତୁତି

ସଜେଇ ହେଉଛି ରାଜ୍ୟର ବିଭିନ୍ନ ଶୈବପୀଠ । ରାତି ପାହିଲେ ଓଁ ନମଃ ଶିବାୟ ଧ୍ବନିରେ ପ୍ରକମ୍ପିତ ହେବ ପରିବେଶ । ଲିଙ୍ଗରାଜ ମନ୍ଦିରରେ ମହାଶିବରାତ୍ରୀରେ ଠିକ୍ ରାତି ୧୦ ଟାରେ ଉଠିବ ମହାଦୀପ ଉଠିବ । ଶ୍ରଦ୍ଧାଳୁଙ୍କ ଶାନ୍ତି ଶୃଙ୍ଖଳାର … Read More

ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର

ଭୁବନେଶ୍ବର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ … Read More

ଯୁବକଙ୍କ ଉପରକୁ ମାଡ଼ିଗଲା ମୋ ବସ

ଭୁବନେଶ୍ୱର: ମରଣ ଯନ୍ତା ପାଲଟିଛି ମୋ ବସ୍ । ପ୍ରତିଦିନ ଗୋଟେ ପରେ ଗୋଟେ ଦୁର୍ଘଟଣା ଘଟାଉଛି ମୋ ବସ୍ । ଆଖି ବୁଜି ଗାଡି ଚଳାଉଛନ୍ତି ଡ୍ରାଇଭର । ଫଳରେ ଯାଉଛି ନିରିହ ଲୋକଙ୍କ ଜୀବନ। ଆଜି ପୁଣି ଦୁର୍ଘଟଣା … Read More

ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ

ଭୁବନେଶ୍ବର: ଏଣିକି ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ । ଏନେଇ ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର । ଯଦି କାହାର ଆୟକର ଫାଇଲ ପାଇଁ ରାସନ କାର୍ଡ କଟିଥାଏ, ତାଙ୍କୁ ପୁନଶ୍ଚ କାର୍ଡ ଯୋଗାଇ ଦିଆଯିବ … Read More