୨୪ ଲକ୍ଷ ଟଙ୍କା ଜାଲିଆତି କରି ଗିରଫ ହେଲେ ହୋଟେଲ ମ୍ୟାନେଜର

ଭୁବନେଶ୍ୱର: ହୋଟେଲର ବ୍ୟାଙ୍କ ଆକାଉଣ୍ଟରୁ ୨୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳନଗର ପୋଲିସ ଏକ ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସ ପଶ୍ଚିମବଙ୍ଗର … Read More

ଗ୍ରୀଷ୍ମ ପ୍ରବାହ: ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା … Read More

ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ

ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି … Read More

ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ … Read More

ମହାଦୀପ ଉଠିଲା ବେଳେ ଖସି ପଡ଼ିଲେ ମନ୍ଦିର ସେବାୟତ

ମହାଦୀପ ଉଠିଲା ବେଳେ ଘଟିଲା ବଡ଼ ଅଘଟଣ । ଖସି ପଡ଼ିଲେ ମନ୍ଦିର ସେବାୟତ । ହର ହର ମହାଦେବ ଶବ୍ଦରେ ଲିଙ୍ଗରାଜ ମନ୍ଦିର ପରିସର ପ୍ରକମ୍ପିତ ହେଉଥିବା ବେଳେ ଏମିତି ଅଘଟଣ ଘଟିଛି । ସମସ୍ତେ ମହାଦୀପ ଉଠିବାକୁ ଅନେଇ … Read More

ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରର ଆହତ ସେବାୟତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମେଡିକାଲରେ ଭେଟିବା ସହ ଚିକିତ୍ସା ସଂପର୍କରେ ପଚାରି ବୁଝିଛନ୍ତି। ଗତକାଲି ମହାଦୀପ ଉଠିବା ବେଳେ ଅଘଟଣ ଘଟିଥିଲା । ମହାଦୀପ ନେଇ ମନ୍ଦିର ଉପରକୁ ଉଠିବା ବେଳେ … Read More

ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

ରାଉରକେଲା:  ଅଖା ଭିତରେ ମୃତଦେହ ।  ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି । କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ … Read More

ଜଙ୍ଗଲ ମଧ୍ୟରୁ ମିଳିଲା ଛାତ୍ରଙ୍କ ମୃତଦେହ, ହତ୍ୟା ଅଭିଯୋଗ ଆଣିଲେ ପରିବାର

ଗତ ୨୪ ତାରିଖ ରାତିର ଘଟଣା । ଅମିତ ନାମକ ଜଣେ ଛାତ୍ର ଘରେ ଖାଇ ପିଇ ସାରିବା ପରେ ଶୌଚ ହେବା ପାଇଁ ବାହାରକୁ ଯାଇଥିଲେ । କିନ୍ତୁ ବିଳମ୍ବିତ ରାତି ଯାଏଁ ଘରକୁ ଫେରିନଥିଲେ । ଆଉ ଏବେ … Read More

ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର: ଟ୍ରକ ଧକ୍କାରେ ଚାଲିଗଲା ଶିଶୁର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଛେନାପଦି – ହଦଗଡ଼ ରାସ୍ତାର ସଙ୍କଟପାଲିଆ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଛତୁଆ ବୋଝେଇ ମିନିଟ୍ରକ ଧକ୍କାରେ ଏକ ୫ବର୍ଷର ଶିଶୁର ମୃତ୍ୟୁ ଘଟିଛି ।  … Read More

ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍‌

ବାସୁଦେବପୁର: ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ … Read More