ମହଙ୍ଗା ହେବ କର୍କଟ, ମଧୁମେହ ଔଷଧ

ନୂଆଦିଲ୍ଲୀ: କର୍କଟ, ମଧୁମେହ, ହୃଦ୍‌ରୋଗ ଓ ଅନ୍ୟ ଆଣ୍ଟିବାୟୋଟିକ୍ ସହିତ ସରକାରୀ ନିୟନ୍ତ୍ରଣରେ ଥିବା ଅନ୍ୟ ଔଷଧ ଦର ବୃଦ୍ଧି ହେବାକୁ ଯାଉଛି। ଔଷଧ ଦର ପ୍ରାୟ ୧.୭ ପ୍ରତିଶତ ମହଙ୍ଗା ହେବ ବୋଲି ସୂଚନା ମିଳିଛି। ସରକାରୀ ନିୟନ୍ତ୍ରଣରେ ଥିବା … Read More

ଖୁବଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

ମସ୍କୋ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତବର୍ଷ ଋଷ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ, … Read More

ଜେଲ୍‌ରେ ରହିବେ ରାଣ୍ୟା, ତୃତୀୟ ଥର ପାଇଁ ଖାରଜ ହେଲା ଜାମିନ୍ ଆବେଦନ

ବେଙ୍ଗାଲୁରୁ: ସୁନା ଚୋରା ଚାଲାଣ ଅଭିଯୋଗରେ ଜେଲରେ ଥିବା କନ୍ନଡ ଅଭିନେତ୍ରୀ ରାଣ୍ୟା ରାଓଙ୍କୁ ଏକ ବଡ଼ ଝଟକା ଲାଗିଛି। ୬୪ତମ ସିଟି ସିଭିଲ୍ ଆଣ୍ଡ୍ ସେସନ୍ସ କୋର୍ଟ (ସିସିଏଚ୍) ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି, ଯାହା ଫଳରେ ତାଙ୍କୁ … Read More

୪୪ ଲୋକଙ୍କ ସହ ବୁଡିଗଲା ବୁଡ଼ାଜାହାଜ ‘ସିନ୍ଦବାଦ’, ୬ ମୃତ, ୨୯ ଉଦ୍ଧାର

କାଇରୋ : ଗୁରୁବାର (୨୭ ମାର୍ଚ୍ଚ) ସକାଳେ ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ପର୍ଯ୍ୟଟନ ବୁଡ଼ାଜାହାଜ ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁକୁ ନିଶ୍ଚିତ କରାଯାଇଛି । ଏହି ୬ ଜଣଯାକ ରୁଷ … Read More

୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ … Read More

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ … Read More

କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ … Read More

ପାକିସ୍ତାନ ଉପରେ ନାହିଁ ଚୀନର ଭରସା, ମୁତୟନ କଲା ନିଜସ୍ୱ ସୁରକ୍ଷାବାହିନୀ

ଲାହୋର: ପାକିସ୍ତାନରେ ଚୀନ୍ ଇଞ୍ଜିନିୟର ଏବଂ ଶ୍ରମିକଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚୀନ୍ ମଧ୍ୟ ଚିନ୍ତିତ ହୋଇପଡିଛି । ସୂତ୍ରରୁ ଜଣାପଡିଛି ଯେ ପ୍ରଥମ ଥର ପାଇଁ, ଚୀନ ଏହାର ପ୍ରକଳ୍ପଗୁଡ଼ିକର ସୁରକ୍ଷା ପାଇଁ ପାକିସ୍ତାନରେ ଘରୋଇ ସୁରକ୍ଷା କର୍ମୀଙ୍କୁ … Read More

କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS

ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ … Read More

ପିଲାଙ୍କ ବୁଦ୍ଧି ଭ୍ରଷ୍ଟ କରୁଛି ଭିଡିଓ ଗେମ୍: ସହପାଠୀଙ୍କ ୧୦ ଟଙ୍କାର ଚ୍ୟାଲେଞ୍ଜରେ ହାତ କାଟିଦେଲେ ୪୦ ଛାତ୍ର

ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର ପ୍ରାଥମିକ ବିଦ୍ୟାଳୟରେ। ଏହି ଘଟଣା ଏକ ଭିଡିଓ ଗେମକୁ କେନ୍ଦ୍ରିତ କରି ହୋଇଥିବା … Read More