ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ

ଭୁବନେଶ୍ଵର: ଖୋର୍ଦ୍ଧା ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀ ଗିରଫ ହୋଇଛନ୍ତି। ବୁଧବାର ସୂର୍ଯ୍ୟମଣିଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମଙ୍ଗଳବାର ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ନିଜସ୍ବ ବାସଭବନ ଓ … Read More

ବିଧାନସଭା ଅଚଳ କରିଦେବାକୁ କଂଗ୍ରେସକୁ ଆସିଛି ନିର୍ଦ୍ଦେଶ: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ବିଧାନସଭା ହେଉଛି ପବିତ୍ର ଗୃହ, ଯେଉଁଠି ରାଜ୍ୟର ବିକାଶ ପାଇଁ ନୀତି ପ୍ରଣୟନ ହେବ କଥା। କିନ୍ତୁ ସେଠି ନିଜର ରାଜନୈତିକ ସ୍ୱାର୍ଥକୁ ଚରିତାର୍ଥ କରିବା ପାଇଁ ଦୀର୍ଘ ଦିନ ହେବ ହାଇ ଡ୍ରାମା କରାଯାଉଛି। ଗତ ୭ ମାର୍ଚ୍ଚ … Read More

ବିରୋଧୀ ଦଳର ବିଧାୟକ ବିଶୃଙ୍ଖଳିତ ଆଚରଣ ଜାରି ରଖିଥିଲେ: ବାଚସ୍ପତି

ଭୁବନେଶ୍ବର: ବିଧାନସଭା ଅଧିବେଶନ ଜାରି ଥିବା ସମୟରେ ବିରୋଧୀ ଦଳର ବିଧାୟକମାନେ କରୁଥିବା ହଙ୍ଗାମା ନେଇ ବାଚସ୍ପତି ସୁରମା ପାଢ଼ୀ ବୁଧବାର ଦିନ ବିବୃତି ରଖିଛନ୍ତି। ସେ କହିଛନ୍ତି, ୭ ତାରିଖ ଗୃହ କାର୍ଯ୍ୟର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭରୁ ବିରୋଧୀ ସଦସ୍ୟ … Read More

ଆମର ଦାବିରୁ ଆମେ କେବେ ଓହରିବୁ ନାହିଁ: ତାରା ପ୍ରସାଦ ବାହିନୀପତି

ଭୁବନେଶ୍ବର: ବିଧାନସଭା ବାହାରେ କଂଗ୍ରେସ କର୍ମୀଙ୍କ ଆନ୍ଦୋଳନ ସମୟରେ ପୁଲିସ ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିଛନ୍ତି, ମୁଁ ଏନେଇ ଥାନାରେ ଏତଲା … Read More

ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ଗୃହରୁ ନିଲମ୍ବିତ

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଏବଂ ରମେଶ ଜେନା ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ବୁଧବାର ଉଭୟ ବିଧାୟକଙ୍କୁ ୭ ଦିନ ପାଇଁ ଗୃହରୁ ନିଲମ୍ବନ କରିଛନ୍ତି ବାଚସ୍ପତି ସୁରମା ପାଢୀ। ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ନିଲମ୍ବିତ ହୋଇଛନ୍ତି। ବାଚସ୍ପତିଙ୍କ … Read More

ଶପଥ ନେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ଆଜି ପୂର୍ବାହ୍‌ଣ ୧୦ଟାରେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟି ନବନିଯୁକ୍ତ ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଓଡ଼ିଶା ହାଇକୋର୍ଟ ପରିସରରେ … Read More

ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉପରେ ପଥରମାଡ଼: ୩ ଯାତ୍ରୀ ଆହତ

ରାଉରକେଲା: ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଉପରେ ଦୁର୍ବୃତ୍ତମାନେ ବୁଧବାର ଦିନ ପଥରମାଡ଼ କରିଛନ୍ତି। ଫଳରେ ଟ୍ରେନ୍‌ କ୍ଷତିଗ୍ରସ୍ତ ହୋଇଛି। ଟ୍ରେନ୍‌ କୋଚ୍‌ର ଦୁଇଟି ଝରକାର କାଚ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ପଥରମାଡ଼ ପରେ ଟ୍ରେନ୍‌ରେ ଥିବା ଯାତ୍ରୀମାନେ ଆତଙ୍କିତ … Read More

ଆଗାମୀ ୫ ଦିନରେ ତାପମାତ୍ରା ଧୀରେଧୀରେ ବଢ଼ିବ: ପାଣିପାଗ ବିଭାଗ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାଧାରଣ ଥିବା ବେଳେ ଚଳିତ ସପ୍ତାହର ଶେଷ ବେଳକୁ ଏହା ଧୀରେଧୀରେ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ବେଳକୁ ହିଟ୍‌ ୱେଭ୍‌ ଫେରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି … Read More

କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ

ଭୁବନେଶ୍ବର: ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ ଦଳର … Read More

ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ତଥ୍ୟ ମୁତାବକ, ୨୦୨୨-୨୩ରେ ଘରୋଇ ହସ୍ପିଟାଲରେ ୧ … Read More