ଏକା ସଙ୍ଗେ ଚାଲିଗଲେ ବାପା ପୁଅ, ବାପାଙ୍କ ମୃତ୍ୟୁ ଖବର ଶୁଣି ପୁଅକୁ ଆସିଲା ହାର୍ଟଆଟାକ୍

ଆନନ୍ଦପୁର: ଘର ଆଗରେ ବନ୍ଧା ହେଉଛି ଦୁଇ ଦୁଇଟି କୋକେଇ । ଦୁଆରେ ଥୁଆ ହୋଇଛି ମାଠିଆ । ରୁଣ୍ଡ ହୋଇଛନ୍ତି ଗାଁ ଲୋକେ । କାନ୍ଦ ବୋବାଳିରେ ଫାଟିପଡୁଛି ସମଗ୍ର ଅଞ୍ଚଳ । କିଏ ବା ଜାଣିଥିଲା ଦଇବ ଏମିତି ଦାଉ … Read More

୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ

ଭୁବନେଶ୍ବର: ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ । ସେହିପରି ଗତ ୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ । ବିଧାନସଭାରେ ଏପରି ସାଂଘାତିକ … Read More

ଜୟସେଲମେରରେ ଧରାପଡ଼ିଲା ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚର

ଜୈସଲମେର: ଅନ୍ତର୍ଜାତୀୟ ସୀମା ସଂଲଗ୍ନ ରାଜସ୍ଥାନର ଜୈସଲମେରରୁ ଜଣେ ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଏଜେନ୍ସିମାନେ ଜୈସଲମେରର ମୋହନଗଡ଼ କେନାଲ ଅଞ୍ଚଳରୁ ଅଭିଯୁକ୍ତକୁ ଧରିଛନ୍ତି। ଗିରଫ ବ୍ୟକ୍ତି, ଦିନୁ ଖାନଙ୍କ ପୁଅ ପଠାନ ଖାନ (୪୦), … Read More

ନିଆଁରେ ପୋଡି ହୋଇ ନାବାଳକ ଜୀବନ୍ତ ଦଗ୍ଧ

ରାଉରକେଲା: ରାଉରକେଲାର ଏକ ପୂଜା ମଣ୍ଡପରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଜଣେ ୧୨ ବର୍ଷୀୟ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ନିଆଁ ଲାଗିବା ସମୟରେ ବାଦଲ ମହାରଣା ନାମକ ଜଣେ ପିଲା ସେକ୍ଟର-୭ ସ୍ଥିତ ମଣ୍ଡପରେ ଖେଳୁଥିଲେ। … Read More

ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲା, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ ।  ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି … Read More

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ରହିଥାଏ। କିନ୍ତୁ ଯେତେବେଳେ ଏହି ଭରସା ତୁଟିଯାଏ … Read More

କାନାଡାରେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ

ଓଟାଓ୍ବା: କାନାଡାର କାଲଗାରିରେ ଜଣେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣର ଭିଡିଓ  ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ବୋ ଭ୍ୟାଲି କଲେଜ ଟ୍ରେନ୍ ଷ୍ଟେସନର ପ୍ଲାଟଫର୍ମରେ ଜଣେ ଝିଅକୁ ଜୋରରେ … Read More

ପିଇଓ ସ୍ତ୍ରୀଙ୍କ ପାଇଁ ସ୍ବାମୀ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ଜାଲରେ ପତି-ପତ୍ନୀ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ପିଇଓ ଓ ତାଙ୍କ ସ୍ଵାମୀ। ସ୍ତ୍ରୀ କରିଛନ୍ତି ଚାକିରି, ସ୍ବାମୀ ନେଉଛନ୍ତି ଲାଞ୍ଚ। ସ୍ତ୍ରୀଙ୍କ ପାଇଁ ସ୍ବାମୀ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଯାଇଛନ୍ତି । ଏପରି ରୋଚକ ଘଟଣା ଘଟିଛି ବରଗଡ଼ ଜିଲ୍ଲା ପଦମପୁର … Read More

ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କାମାକ୍ଷାନଗର: କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । … Read More

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ

ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍‌ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ … Read More