ଜମାକାରୀ ଫେରିପାଇବେ ଚିଟଫଣ୍ଡ ଟଙ୍କା
ଭୁବନେଶ୍ବର: ଚିଟଫଣ୍ଡ କ୍ଷତିଗ୍ରସ୍ତ ଫେରିପାଇବେ ଟଙ୍କା । ଯେଉଁ ଯେଉଁମାନେ ଚିଟଫଣ୍ଡ ସଂସ୍ଥାର ଶିକାର ହୋଇ ନିଜର ଟଙ୍କା ହରାଇଛନ୍ତି, ସେମାନେ ଖୁବଶୀଘ୍ର ସେମାନଙ୍କ ଟଙ୍କା ଫେରିପାଇବେ । ଏନେଇ ଆଜି ବିଧାନସଭାରେ ଦମ୍ଭୋକ୍ତି ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । … Read More