ଆବାସ ସର୍ଭେ କରିବାକୁ ଗାଁକୁ ଯାଇଥିଲେ ଡବ୍ଲୁଇଓ, ମରଣାନ୍ତକ ଆକ୍ରମଣ କଲେ ୨ ଯୁବକ
ଉଦଳା: ଗାଁକୁ ଆବାସ ସର୍ଭେ କରିବାକୁ ଯାଇଥିଲେ ସରକାରୀ ଅଧିକାରୀ । ହେଲେ ତାଙ୍କ ସହ ଗାଁରେ ଏମିତି କିଛି ଘଟିବ ସେ ଭାବିନଥିଲେ । ଡବ୍ଲୁଇଓଙ୍କ ଉପରେ ଅଶାଳୀନ ଗାଳିଗୁଲଜ ସହ ନିର୍ଘାତ ମାଡ଼ ବର୍ଷିଥିଲା । ଠୋ ଠୋ ଚାପୁଡ଼ା … Read More
