ଏହି ଜିଲାରେ ପ୍ରତିଷ୍ଠା ହେବ ଆୟୁର୍ବେଦିକ ମେଡିକାଲ କଲେଜ

ଭୁବନେଶ୍ୱର, ୧୯।୩: ଓଡ଼ିଶାର ମୟୂରଭଞ୍ଜ ଜିଲାରେ ରାଜ୍ୟ ସରକାର ଏକ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ। ବୁଧବାର ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା ପ୍ରକାଶ କରିଛନ୍ତି। “ଓଡିଶାର ମୟୂରଭଞ୍ଜ ଜିଲାରେ ଏକ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା ହେବ। ରାଜ୍ୟ … Read More

ଗଞ୍ଜାମ ଜିଲ୍ଲାର ଖାରିପଲ୍ଲୀ ଟ୍ରିପଲ ମଡର ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ରେ ୧୩ ଗିରଫ….!

ବ୍ରହ୍ମପୁର :  ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ ର ବାହାରପୁର ପଞ୍ଚାୟତର ବଡଗଡ ଥାନା ଅନ୍ତର୍ଗତ ଖାରିପଲି ଗାଁରେ ଗତକାଲି ରାତିରେ ଘଟିଥିବା ଗୋଷ୍ଠି ସଂଘର୍ଷ ଘଟଣା ରେ ଖଦାଳ ବେହେରା, ରତ୍ନାକର ବେହେରା ଓ ରମେଶ ବେହେରାଙ୍କ ମୃତ୍ୟୁ ଘଟିଥିଲା … Read More

ତପି ମିଶ୍ର ଗିରଫ

ଭୁବନେଶ୍ବର : ଗିରଫ ହେଲେ ତପି ମିଶ୍ର । ୨୦୨୩ ମସିହାରେ ଲେଖିକା ବନସ୍ମିତାଙ୍କ ଓଡ଼ିଆ ପୁସ୍ତକ ଅଗ୍ନିପରୀକ୍ଷାରେ ପ୍ରକାଶିତ ହୋଇଥିବା ସଂସ୍କୃତ ଶିବ ତାଣ୍ଡବର ଓଡ଼ିଆ ଅନୁବାଦକୁ ନିଜର ଲେଖା କହି ତପି ମିଶ୍ର ଅନେକ ଦିନ ହେବ ବିବାଦରେ … Read More

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ପୋଷ୍ଟର ଓ୍ବାର, ଭାଜପାକୁ ତାରି ଭାଷାରେ ଜବାବ ଦେଲା ଟିଏମସି

କୋଲକାତା,୧୯।୩: ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ରାଜନୈତିକ ସରଗରମ ତୀବ୍ର ହୋଇଛି। ଏବେ ଭାଜପା ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟରେ ପୋଷ୍ଟର ଓ୍ବାର ଆରମ୍ଭ ହୋଇଛି, ଯାହା ଯୋଗୁଁ ରାଜନୈତିକ ପରିବେଶ ଅଧିକ ଉଷ୍ମ ହୋଇଯାଇଛି। ଗତ … Read More

ପୁଣି ମୋଦିଙ୍କ ପ୍ରଶଂସା କଲେ ଶଶି ଥରୁର

ନୂଆଦିଲ୍ଲୀ,୧୯।୩: କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ସ୍ୱୀକାର କରିଛନ୍ତି ଯେ ରୁଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ସମୟରେ ଭାରତର ସ୍ଥିତିକୁ ବିରୋଧ କରିବାରେ ତାଙ୍କର ଭୁଲ ହୋଇଥିଲା ଏବଂ ସେ କହିଛନ୍ତି ଯେ ଗ୍ରହଣ କରାଯାଇଥିବା ନୀତି ଯୋଗୁଁ ଦେଶ ଏବେ … Read More

ଅପ୍ରାସଙ୍ଗିକ ଔରଙ୍ଗଜେବ: ନାଗପୁର ହିଂସା ପରେ ଆରଏସଏସ’ର ବଡ ବୟାନ

ନାଗପୁର,୧୯।୩: ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ … Read More

୧୬ କୋଟି ଜରିମାନା ଛାଡ଼ ପାଇଁ ୭ କୋଟି ଲାଞ୍ଚ ଅଭିଯୋଗ, ପୂର୍ବତନ ମନ୍ତ୍ରୀଙ୍କ ନାଁରେ ମାମଲା

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା ଆମ ଆଦମୀ ପାର୍ଟ(ଆପ୍‌)ର ବରିଷ୍ଠ ନେତା ସତ୍ୟେନ୍ଦର ଜୈନଙ୍କ ନାଁରେ ମାମଲା ରୁଜୁ କରିଛି ଦୁର୍ନୀତି ନିବାରଣ ଶାଖା(ଏସିବି)। ଆପ୍‌ ସରକାର ସମୟରେ ୫୧୭ କୋଟିର ସିସିଟିଭି ପ୍ରକଳ୍ପରେ ଦୁର୍ନୀତି … Read More

ଟ୍ରମ୍ପଙ୍କୁ ଘଣ୍ଟାଏ ଅପେକ୍ଷା କରାଇଲେ ପୁଟିନ

ନୂଆଦିଲ୍ଲୀ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସ୍ବଭାବ ସମସ୍ତଙ୍କୁ ଉଣାଅଧିକେ ଜଣା। ପୁଟିନଙ୍କ ସ୍ବଭାବଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ସେ ଯାହାକୁ ପସନ୍ଦ କରନ୍ତି ନାହିଁ ତାଙ୍କୁ ସାକ୍ଷାତ କରିବା ପୂର୍ବରୁ ଘଣ୍ଟା ଘଣ୍ଟା ଅପେକ୍ଷା କରାଇଥାଆନ୍ତି। ଏହି ତାଲିକାରେ … Read More

ନାଗପୁର ହିଂସା: ୮ ଭିଏଚପି ଓ ବଜରଙ୍ଗ ଦଳ କର୍ମୀ ଗିରଫ

ନାଗପୁର : ମହାରାଷ୍ଟ୍ରର ନାଗପୁର ହିଂସା ଘଟଣାରେ ପୁଲିସ ବିଶ୍ଵ ହିନ୍ଦୁ ପରିଷଦ(ଭିଏଚପି) ଏବଂ ବଜରଙ୍ଗ ଦଳର ୮ କର୍ମୀଙ୍କୁ ଗିରଫ କରିଛି। ଏହି ଅଭିଯୁକ୍ତମାନେ ବୁଧବାର ପୁଲିସ ନିକଟରେ ଆତ୍ମସମର୍ପଣ କରିବା ପରେ ସେମାନଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କୁ କୋର୍ଟରେ … Read More

ଚାକିରି ବଦଳରେ ଜମି ମାମଲାରେ ଇଡି ଜେରାକୁ ସାମ୍ନା କଲେ ଲାଲୁ ପ୍ରସାଦ

ପାଟ୍‌ନା: ଚର୍ଚ୍ଚିତ ‘ଚାକିରି ବଦଳରେ ଜମି’ ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜେରା କରୁଛି। ବୁଧବ‌ାର ଦିନ ଇଡି ଲାଲୁଙ୍କୁ ପଚରାଉଚରା କରିଥିବା ବେଳେ … Read More