ରାଜ୍ୟର ୨,୬୦୩ଟି ଗାଁରେ ମୋବାଇଲ ସଂଯୋଗ ନାହିଁ

ଭୁବନେଶ୍ୱର: ଡିଜିଟାଲ୍ ପ୍ରଯୁକ୍ତିର ପ୍ରସାର ସତ୍ତ୍ୱେ, ଓଡ଼ିଶାର ୨,୬୦୩ ଗାଁରେ ମୋବାଇଲ୍ ସଂଯୋଗ ନାହିଁ ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ … Read More

ପୁଲିସ ଷ୍ଟେସନରେ ୮ ମାସରେ ୧.୩୫ ଲକ୍ଷ ମାମଲା ରୁଜୁ: ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଭୁବନେଶ୍ୱର: ଗତ ଆଠ ମାସ ମଧ୍ୟରେ ଓଡ଼ିଶାର ବିଭିନ୍ନ ଥାନାରେ ମୋଟ ୧,୩୫,୦୭୪ଟି ମାମଲା ରୁଜୁ ହୋଇଛି ବୋଲି ସୋମବାର ରାଜ୍ୟ ବିଧାନସଭାରେ ସୂଚନା ଦିଆଯାଇଛି। ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ … Read More

ବ୍ୟାଙ୍କ ଧର୍ମଘଟ ଡାକରା: ୪ ଦିନ ବ୍ୟାଙ୍କ ସେବା ବନ୍ଦ ରହିବ

ନୂଆଦିଲ୍ଲୀ/ଭୁବନେଶ୍ବର: ଇଣ୍ଡିଆନ୍ ବ୍ୟାଙ୍କସ୍ ଆସୋସିଏସନ୍ (ଆଇବିଏ) ସହିତ ଆଲୋଚନା ବିଫଳ ହେବା ପରେ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ (ୟୁଏଫବିୟୁ ) ମାର୍ଚ୍ଚ ୨୪ ଏବଂ ୨୫ ରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି। ୟୁଏଫବିୟୁର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରେ … Read More

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ ବିରୋଧୀଦଳର ନେତାଙ୍କ ଶୋକପ୍ରକାଶ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । … Read More

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ … Read More

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼.ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ | ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଆଜି ସକାଳେ ୧୦ଟା ୩୦ … Read More

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ … Read More

ଆଜି ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ

ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ … Read More

୧୪୦ କୋଟି ଭାରତୀୟ ମୋ ଶକ୍ତି : ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ … Read More

ଭୁବନେଶ୍ୱରରେ ସ୍ଥାପନ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ

ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା … Read More