ସୁଭଦ୍ରାଙ୍କୁ ନେଇ ବଡ଼ ଅପଡେଟ: ଏକାସାଙ୍ଗରେ ମିଳିବ ୧୫ ହଜାର
ଭୁବନେଶ୍ଵର: ସୁଭଦ୍ରାଙ୍କୁ ନେଇ ଆସିଲା ବଡ଼ ଅପଡେଟ। ଏଣିକି ୫ ନୁହଁ ମିଳିବ ୧୫ ହଜାର ଟଙ୍କା। ଯେଉଁମାନେ ଏପର୍ଯ୍ୟନ୍ତ ସୁଭଦ୍ରା ପାଇନାହାନ୍ତି, ସେମାନେ ଆଗାମୀ କିସ୍ତିରେ ଏକାସାଙ୍ଗରେ ୧୫ ହଜାର ଟଙ୍କା ମିଳିବ। ଯେଉଁ ଯୋଗ୍ୟ ହିତାଧିକାରୀ ‘ସୁଭଦ୍ରା’ ଯୋଜନାରୁ … Read More
